ରାସ୍ତା କଡ଼ରୁ ଯୁବକ ର ଶବ ଉଦ୍ଧାର

ରାସ୍ତା କଡ଼ରୁ ଯୁବକ ର ଶବ ଉଦ୍ଧାର।ଗଞ୍ଜାମ ଜିଲ୍ଲା ଚିକିଟି ଧାନଘର ଫାଣ୍ଡି ଅନ୍ତର୍ଗତ ବାଳକୁମାରୀ ମନ୍ଦିର ରାସ୍ତା କଡ଼ରେ ଜଣେ ଯୁବକ ର ଶବ ପଡି ରହିଥିବା ବେଳେ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ମୃତ ଯୁବକ ଜଣକ ନିକଟସ୍ଥ ରାମଚନ୍ଦ୍ର ପୁର ଗ୍ରାମର ବୋଲି ଜଣାପଡିଛି ଓ ତା’ର ବେକରେ ଗଭୀର ଆଘାତ ଲାଗିଥିବା ଯୋଗୁଁ ଏହି ଘଟଣା ହତ୍ୟା ନା ଆତ୍ମହତ୍ୟା ସ୍ପଷ୍ଟ ଜଣାପଡୁନାହିଁ।ରିପୋର୍ଟ :କୈଳାଶ ଚନ୍ଦ୍ର ଚୌଧୁରୀ!

Leave a Reply

Your email address will not be published. Required fields are marked *