ଆଜି ପବିତ୍ର ଅକ୍ଷୟ ତୃତୀୟା, ଆରମ୍ଭ ହେଲା ରଥ ନିର୍ମାଣ ଅନୁକୁଳ ନୀତି ପୁରୀ: ଆଜି ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଆରମ୍ଭ ହେଲା ରଥ ନିର୍ମାଣ ଅନୁକୁଳ ନୀତି ।ଏହି ଦିନ ଚନ୍ଦନଯାତ୍ରା ମଧ୍ୟ ଆରମ୍ଭ ହୋଇଛି। ଏଥିପାଇଁ ଉତ୍ସବମୁଖର ହୋଇଉଠିଛି ଶ୍ରୀକ୍ଷେତ୍ର । ଶ୍ରୀମନ୍ଦିର ପ୍ରଶାସନ ସମ୍ମୁଖରେ ତିନୋଟି ୧୨ ଫୁଟିଆ ଧଉରା କାଠକୁ ରଖାଯାଇଥିଲା ।ଚାଷୀ ଚାଷ କାମର ଅନୁକୂଳ କରିଥାଏ । ଭୂମି ପୂଜନ ସହ ବିଭିନ୍ନ ସ୍ଥାନରେ ଅଖି ମୁଠି ଅନୁକୂଳ କରିଛନ୍ତି ଚାଷୀ । ଅକ୍ଷୟ ତୃତୀୟାରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।ଶୁଭ ଦିନ ହୋଇଥିବାରୁ ଲୋକ ମାନେ ମଧ୍ୟ ଘର ପ୍ରତିଷ୍ଠା କରିଥାନ୍ତି।
Related Posts
ବେଆଇନ ମଦ ଓ ନିଶା କାରବାରକୁ ରୋକିବା ନେଇ ପ୍ରସ୍ତୁତ ହେବ କଠୋର ଆଇନ : ମନ୍ତ୍ରୀ
ବେଆଇନ ମଦ ଓ ନିଶା କାରବାରକୁ ରୋକିବା ନେଇ ପ୍ରସ୍ତୁତ ହେବ କଠୋର ଆଇନ : ମନ୍ତ୍ରୀ ଭୁବନେଶ୍ୱର: ଖଣି ବିଭାଗ ପରେ ସର୍ବାଧିକ ରାଜସ୍ୱ ପ୍ରଦାନ…
ପାରା ଅଲିମ୍ପିକ୍ସରେ ଦେଶକୁ ଜୁଡୋରେ ପଦକ ଭେଟି ଦେଇଛନ୍ତି।
ଆଜି ଯାଏ ଭାରତ କେବେ ବି ପାରା ଅଲିମ୍ପିକ୍ସର ଜୁଡୋରେ ପଦକ ଜିତିବାକୁ ସକ୍ଷମ ହୋଇ ନଥିଲା। ହେଲେ କପିଲ ଏହି ଧାରାକୁ ବଦଳାଇଛନ୍ତି।ଇତିହାସ ରଚିଛନ୍ତି ଭାରତର…
ବାରାଣସୀରୁ ପିଏମ୍ କିଷାନ ସମ୍ମାନ ନିଧି ଯୋଜନାର ୧୭ତମ କିସ୍ତି ପ୍ରଦାନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।
ଉତ୍ତରପ୍ରଦେଶ ବାରାଣସୀରୁ ଡିବିଟି ମାଧ୍ୟମରେ ମୋଟ ୨୦ ହଜାର କୋଟି ଟଙ୍କା ପଠାଇଲେ ପ୍ରଧାନମନ୍ତ୍ରୀ ମୋଦି।ଦେଶର ମୋଟ ୯ କୋଟି ୩୦ ଲକ୍ଷ ଚାଷୀପିଏମ୍ କିଷାନ ସମ୍ମାନ…