ଜୁନ ୨୫ରୁ ଭୁବନେଶ୍ବରରୁ ଆବୁଧାବିକୁ ସିଧାସଳଖ ବିମାନ ସେବା।

ଜୁନ ୨୫ରୁ ଭୁବନେଶ୍ବରରୁ ଆବୁଧାବିକୁ ସିଧାସଳଖ ବିମାନ ସେବା।

ଆସନ୍ତା ଜୁନ ୨୫ ତାରିଖରୁ ଭୁବନେଶ୍ୱରରୁ ଆବୁଧାବିକୁ ସିଧାସଳଖ ବିମାନ ସେବା ଆରମ୍ଭ ହେବ ବୋଲି ସୂଚନା ଦେଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।