ମାଲକାନଗିରି ସୀମାନ୍ତ ଛତିଶଗଡ଼ର ବିଜାପୁର ପୁଲିସ ନିକଟରେ ୨୪ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି।

ମାଲକାନଗିରି ସୀମାନ୍ତ ଛତିଶଗଡ଼ର ବିଜାପୁର ପୁଲିସ ନିକଟରେ ୨୪ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଏମାନଙ୍କ ମଧ୍ୟରୁ ୨୦ ଜଣଙ୍କ ନାମରେ ୮୭ ଲକ୍ଷ ଟଙ୍କାର ପୁରସ୍କାର ରହିଥିଲା। ଏହି ୨୪ ମାଓବାଦୀଙ୍କ ମଧ୍ୟରୁ ୭ ଜଣ ମହିଳା ମାଓବାଦୀ ରହିଛନ୍ତି।