ଓଡ଼ିଶାର ପୂର୍ବତନ ରାଜ୍ୟପାଳ ମୂରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ପରଲୋକ ଘଟିଛି।

ଶ୍ରୀ  ଭଣ୍ଡାରେଙ୍କ ବିୟୋଗରେ ଓଡ଼ିଶାର ରାଜ୍ୟପାଳ ରଘୁବର ଦାସ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରକାଶ କରିଛନ୍ତି।ଓଡ଼ିଶାର ପୂର୍ବତନ ରାଜ୍ୟପାଳ ମୂରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୫ ବର୍ଷ ହୋଇଥିଲା। ଶ୍ରୀ ଭଣ୍ଡାରେ ୨୦୦୭ରୁ ୨୦୧୩ ଯାଏ ଓଡ଼ିଶାର ରାଜ୍ୟପାଳ ଥିଲେ

Leave a Reply

Your email address will not be published. Required fields are marked *