ପଶ୍ଚିମବଙ୍ଗରେ ଏକ ବଡ଼ ଟ୍ରେନ୍ ଦୁର୍ଘଟଣା ହୋଇଛି। ଏଠାରେ ଟ୍ରାକ୍ ଉପରେ ଠିଆ ହୋଇଥିବା କାଞ୍ଚନଜଙ୍ଗା ଏକ୍ସପ୍ରେସ୍କୁ ଧକ୍କା ଦେଇଛି ମାଲବାହୀ ଟ୍ରେନ୍। ଏହି ଦୁର୍ଘଟଣାରେ ବର୍ତ୍ତମାନ ସୁଦ୍ଧା ୫ ଜଣଙ୍କ ମୃତ୍ୟୁ ହୋଇଛି। ସେହିପରି ୨୫ ଜଣ ଆହତ ହୋଇଥିବା କୁହାଯାଉଛି।
Related Posts
ସିବିଆଇ ଜାଲରେ ଧରା ପଡ଼ିଥିବା ପୋଷ୍ଟାଲ ଇନ୍ସପେକ୍ଟରଜଣକ ହେଲେ ମୟୂରଭଞ୍ଜ ଦଳାର ପୋଷ୍ଟାଲ ଇନ୍ସପେକ୍ଟର ରାଜେନ୍ଦ୍ର ପୃଷ୍ଟି ।
ସାର୍ଟିଫିକେଟ କରାଇ ଦେବାକୁ ୨୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ ପୋଷ୍ଟାଲ ଇନ୍ସପେକ୍ଟର ବାବୁ। ମାତ୍ର ଲାଞ୍ଚ ଟଙ୍କା ନେବା ବେଳେ ମାଡ଼ି ବସିଲା ସିବିଆଇ ।…
ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ବଲାଙ୍ଗିର ଜିଲ୍ଲାରେ ୮୯୦ କୋଟି ଟଙ୍କାର ୮୩ଟି ପ୍ରକଳ୍ପର ଶୁଭାରମ୍ଭ
ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ବଲାଙ୍ଗିର ଜିଲ୍ଲାରେ ୮୯୦ କୋଟି ଟଙ୍କାର ୮୩ଟି ପ୍ରକଳ୍ପର ଶୁଭାରମ୍ଭ ଭୁବନେଶ୍ୱର : ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଦୁଇ ଦିନିଆ…
Enforcement activities stepped up in Odisha to ensure free & fair polls: DGP
Enforcement activities stepped up in Odisha to ensure free & fair polls: DGP Bhubaneswar: Odisha is going to General and…