ଟ୍ରେନ୍‌ ଟ୍ରାଜେଡି: ମୃତକଙ୍କୁ ୧୦ ଲକ୍ଷ ସହାୟତା ଘୋଷଣା କଲେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ଟ୍ରେନ୍‌ ଟ୍ରାଜେଡି: ମୃତକଙ୍କୁ ୧୦ ଲକ୍ଷ ସହାୟତା ଘୋଷଣା କଲେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ! ମୃତକଙ୍କ ପରିବାରକୁ ୧୦ ଲକ୍ଷ ଲେଖାଏଁ ସହାୟତା ଘୋଷଣା. ଗୁରୁତରଙ୍କୁ ଅଢ଼େଇ ଲକ୍ଷ ଓ ଆହତଙ୍କୁ ୫୦ ହଜାର ଟଙ୍କାର ସହାୟତା.

Leave a Reply

Your email address will not be published. Required fields are marked *