ଭିଜିଲାନ୍ସ ଜାଲରେ ଗଞ୍ଜାମ ଜିଲ୍ଲା ଯୋଗାଣ ଅଧିକାରୀ
ବ୍ରହ୍ମପୁର ଭିଜିଲାନ୍ସ ବିଭାଗ ପକ୍ଷରୁ ଛତ୍ରପୁର ଜାତୀୟ ରାଜପଥ ରେ ଚଢ଼ାଉ କରି ଭାରପ୍ରାପ୍ତ ଜିଲ୍ଲା ଯୋଗାଣ ଅଧିକାରୀ ପୁଷା ମୁଣ୍ଡାଙ୍କ ଗାଡ଼ିରୁ ୩ ଲକ୍ଷ ଟଙ୍କା ଜବତ କରିଛନ୍ତି । ଏତେ ପରିମାଣର ଟଙ୍କା ଜବତ ପରେ ଅଧିକ ତଦନ୍ତ ଜାରି ରହିଛି।

🇹🇭🇪 🇮🇳🇫🇴🇷🇲🇦🇹🇮🇴🇳 🇲🇪🇩🇮🇦
V̲A̲S̲U̲N̲D̲H̲A̲R̲A̲ I̲N̲F̲O̲R̲M̲A̲T̲I̲O̲N̲ A̲N̲D̲ M̲E̲D̲I̲A̲ G̲R̲O̲U̲P̲