ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ପୂର୍ବପରି ଚାଲୁ ରହିବ: ଓଡ଼ିଶା ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର: ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ନାମ ପରିବର୍ତ୍ତନ ବିଷୟରେ ଗଣମାଧ୍ୟମରୁ ସୂଚନା ପାଇଲି । ନାମ ପରିବର୍ତ୍ତନ ନେଇ କୌଣସି ବିଧିବଦ୍ଧ ନିଷ୍ପତ୍ତି ହୋଇନାହିଁ । ମୋ ସରକାର ଓଡ଼ିଶାର ବରପୁତ୍ର ମାନଙ୍କୁ ଯଥୋଚିତ ସମ୍ମାନ ଦିଏ । ବିଜୁ ବାବୁ ନିଜର ଦୀର୍ଘ ଦଶନ୍ଧିର ରାଜନୈତକ ଓ ସାମାଜିକ ଜୀବନରେ କରିଥିବା ଅବଦାନ ସ୍ମରଣୀୟ ହୋଇ ରହିବ ।ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ପୂର୍ବପରି ଚାଲୁ ରହିବ ।
Related Posts
ଓଡ଼ିଶା ବିଧାନସଭାର ବାଚସ୍ପତି ପଦ ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଧାୟିକା ସୁରମା ପାଢ଼ୀ
ଓଡ଼ିଶା ବିଧାନସଭାର ବାଚସ୍ପତି ପଦ ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଧାୟିକା ସୁରମା ପାଢ଼ୀ ଭୁବନେଶ୍ୱର:(ଅଭିଷେକ ମହାନ୍ତି) ଓଡ଼ିଶା ବିଧାନସଭାର ବାଚସ୍ପତି ପଦ ପାଇଁ ନାମାଙ୍କନ…
Mo Booth App launched in Odisha
Mo Booth App launched in Odisha Bhubaneswar: Chief Electoral Officer, Odisha Nikunja Dhal launched the Mo Booth application today. Through…
ରଜ’ର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ରଜ’ର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ. ରାଜ୍ୟ ତଥା ରାଜ୍ୟ ବାହାରେ ରହୁଥିବା ସମସ୍ତ ଓଡ଼ିଆଙ୍କୁ ଶୁଭେଚ୍ଛା ଜଣାଇଲେ .ଶୁଭେଚ୍ଛା ଜଣାଇବା ସହ ସମସ୍ତଙ୍କ ମଙ୍ଗଳ…