ବାଲେଶ୍ୱର:ବାଲେଶ୍ୱର ଜିଲ୍ଲା ଜଳସେଚନ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ପ୍ରଭାସ ଚନ୍ଦ୍ର ପ୍ରଧାନଙ୍କ ଘରେ ଚଢାଉ କରୁଛି ଭିଜିଲାନ୍ସ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ରେଡ୍ କରୁଛି । ଓଡ଼ିଶା ସମେତ ପଶ୍ଚିମବଙ୍ଗରେ ତାଙ୍କର ୧୦୦ରୁ ଅଧିକ ପ୍ଲଟ୍ ରହିଛି ବୋଲି ଜଣାପଡ଼ିଛି। ଆଜି ସକାଳୁ ହୋଇଥିବା ଚଢ଼ାଉରେ ବାବୁଙ୍କ ଏପରି ସମ୍ପତ୍ତି ଦେଖି ଭିଜିଲାନ୍ସ ଅଧିକାରୀ ତାଜୁବ। ଏସବୁ ଅମାପ ସମ୍ପତ୍ତିର ମାଲିକ ହେଉଛନ୍ତି ବାଲେଶ୍ୱର ଜଳସେଚନ ବିଭାଗର ଅଧିକ୍ଷଣ ଯନ୍ତ୍ରୀ ପ୍ରଭାସ ଚନ୍ଦ୍ର ପ୍ରଧାନ।
Related Posts
୧୬ତମ ବ୍ରିକ୍ସ ସମ୍ମିଳନୀରେ ଯୋଗ ଦେବା ପାଇଁ ରୁଷ୍ର କାଜାନରେ ଅବତରଣ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ।
ନୂଆଦିଲ୍ଳୀ: ୧୬ତମ ବ୍ରିକ୍ସ ସମ୍ମିଳନୀରେ ଯୋଗ ଦେବା ପାଇଁ ରୁଷ୍ର କାଜାନରେ ଅବତରଣ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସେଠାରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ୱାଗତ…
ମେ ୨୬ ରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ
ମେ ୨୬ ରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ ଭୁବନେଶ୍ବର : ,(Abhishek Mohanty)ମେ ୨୬ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା…
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜନସାଧାରଣଙ୍କୁ ଧନ୍ୟବାଦ ଜଣାଇଛନ୍ତି!
ନୂଆ ଶକ୍ତି ଓ ସଂକଳ୍ପ ସହ ଆଗକୁ ବଢ଼ିବୁ: ପ୍ରଧାନମନ୍ତ୍ରୀ ମୋଦି ଭୁବନେଶ୍ୱର: NDAର ବହୁମତ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜନସାଧାରଣଙ୍କୁ ଧନ୍ୟବାଦ ଜଣାଇଛନ୍ତି।ସେ କହିଛନ୍ତି…