କୋରାପୁଟ କୋଟିଆକୁ ଖୁବ ଶୀଘ୍ର ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ବସ୍ ସେବା । ସୂଚନା ଦେଲେ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା। – ‘କୋଟିଆ ଉପରେ ଆନ୍ଧ୍ର ପକାଇଛି, ପ୍ରତିହତ ପାଇଁ ସରକାର କାମ କରୁଛନ୍ତି । ଖଣି ଖାଦାନ ଭରି ରହିଛି, ସେଠାରେ ଗୋଟିଏ ପାହାଡ଼କୁ ସୁନା ପାହାଡ଼ କୁହାଯାଏ । ସଦୁପଯୋଗ ପାଇଁ ଖଣି ବିଭାଗ ପଦକ୍ଷେପ ନେଉଛି କହିଲେ ବିଭୂତି ଜେନା ।

