ସ୍ପିନରଙ୍କ ଦମରେ ଶ୍ରୀଲଙ୍କା ଟିମ ଇଣ୍ଡିଆକୁ ତୃତୀୟ ଦିନିକିଆରେ ୧୧୦ ରନରେ ହରାଇ ଦେଇଛି। ଏଥିସହ ୩ ଟିକିଆ ଦନିକିଆ ସିରିଜକୁ ଘରୋଇ ଟିମ ୨-୦ରେ ଜିତି ନେଇଛି। ପ୍ରଥମ ଦିନିକିଆ ଟାଇ ହୋଇଥିଲା। ଭାରତ ଦିନିକିଆ ବିଶ୍ୱକପର ରନର୍ସ ଅପ ହୋଇଥିବା ବେଳେ ନିକଟରେ ଟି-୨୦ ବିଶ୍ୱକପ ଜିତିଥିଲା। ଭାରତ ଭଳି ଚାମ୍ପିୟନ ଟିମ ବିପକ୍ଷରେ ଶ୍ରୀଲଙ୍କା ୨୧ଶ ଶତାବ୍ବୀରେ କୌଣସି ସିରିଜ ଜିତିବାକୁ ସକ୍ଷମ ହୋଇଛି। ଦୀର୍ଘ ୨୭ ବର୍ଷ ପରେ ଭାରତ ବିପକ୍ଷରେ କୌଣସି ଦ୍ୱିପାକ୍ଷିକ ସିରିଜ ଜିତିବାକୁ ସକ୍ଷମ ହୋଇଛି ଶ୍ରୀଲଙ୍କା।
Related Posts
Odisha Police removes 420 offensive posts during General Elections – 2024
Odisha Police removes 420 offensive posts during General Elections – 2024 Bhubaneswar: The Social Media Monitoring Cell of Odisha Police…
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଓଡ଼ିଶା ସାଂସଦ!
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଓଡ଼ିଶା ସାଂସଦ। ଆଜି ସଂସଦ ଭବନ ସମ୍ମିଳନୀ କକ୍ଷରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିଛନ୍ତି ଓଡ଼ିଶାର ସମସ୍ତ ୨୦ ବିଜେପି ଲୋକସଭା ଓ ଜଣେ…
ସହରାଞ୍ଚଳ ଲୋକଙ୍କୁ ଉତ୍ତମ ସେବା ଯୋଗାଣ ପାଇଁ ଟିମ୍ ୱାର୍କ ଉପରେ ଗୁରୁତ୍ୱ
ସହରାଞ୍ଚଳ ଲୋକଙ୍କୁ ଉତ୍ତମ ସେବା ଯୋଗାଣ ପାଇଁ ଟିମ୍ ୱାର୍କ ଉପରେ ଗୁରୁତ୍ୱ ଭୁବନେଶ୍ୱର: ସହରାଞ୍ଚଳର ଲୋକଙ୍କୁ ଉନ୍ନତମାନର ସେବା ଯୋଗାଇ ଦେବାପାଇଁ ଅଧିକାରୀମାନେ ‘ଟିମ୍ ୱାର୍କ’…