ପ୍ୟାରିସ୍ ଅଲିମ୍ପିକ୍ସରେ ଭାରତକୁ ମିଳିଛି ଆଉ ଏକ ବ୍ରୋଞ୍ଜ। ୫୭ କେଜି ଫ୍ରି ଷ୍ଟାଇଲ୍ ରେସଲିଂ ତଥା ପୁରୁଷ କୁସ୍ତିରେ ଅମନ ସେରାୱତଙ୍କୁ ମିଳିଛି ବ୍ରୋଞ୍ଜ ପଦକ। ଏହି ସଫଳତା ସହ ଭାରତର ପଦକ ସଂଖ୍ୟା ୬ରେ ପହଞ୍ଚିଛି।
Related Posts
ଜାଭେଲିନରେ ନବଦୀପ ସିଂହଙ୍କ ସିଲଭର୍ ଗୋଲ୍ଡ ମେଡାଲ୍ରେ ବଦଳିଛି।
ପ୍ୟାରିସ ପାରାଲିମ୍ପିକ୍ସରେ ଭାରତକୁ ଆଉ ଏକ ସ୍ୱର୍ଣ୍ଣ ପଦକ। ଜାଭେଲିନରେ ନବଦୀପ ସିଂହଙ୍କ ସିଲଭର୍ ଗୋଲ୍ଡ ମେଡାଲ୍ରେ ବଦଳିଛି। ଡିସକ୍ୱାଲିଫାଏ ହେଲେ ପୂର୍ବରୁ ସ୍ୱର୍ଣ୍ଣ ଜିତିଥିବା ଇରାନର…
Manu bhaker scripted the history 1st ever indian to win 2 medals in same olympic
Manu bhaker scripted the history 1st ever indian to win 2 medals in same olympic .mixed 10 m air pistol…
ପ୍ୟାରିସ ପାରା ଅଲିମ୍ପିକ୍ସ ୨୦୨୪ର ତୃତୀୟ ଦିନରେ ଭାରତୀୟ ସୁଟର ରୁବିନା ଫ୍ରାନ୍ସିସ ବ୍ରୋଞ୍ଜ ପଦକ ଜିତିଛନ୍ତି ।
ପ୍ୟାରିସ୍ : ପ୍ୟାରିସ ପାରା ଅଲିମ୍ପିକ୍ସ ୨୦୨୪ର ତୃତୀୟ ଦିନରେ ଭାରତୀୟ ସୁଟର ରୁବିନା ଫ୍ରାନ୍ସିସ ବ୍ରୋଞ୍ଜ ପଦକ ଜିତିଛନ୍ତି । ମହିଳା ୧୦ ମିଟର ଏୟାର…