ଆଜି ଏପରି ପ୍ରତିବାଦର ଚିତ୍ର ଦେଖିବାକୁ ମିଳିଛି କୋରାପୁଟ ଜିଲ୍ଲାରେ।ବକ୍ସସାଇଟ୍ ଖନନ ପାଇଁ ଆଜି ଭୂମିପୂଜନ ହେବାର ଥିଲା। ହେଲେ ସ୍ଥାନୀୟ ଲୋକେ ଭୂମି ପୂଜନ ପାଇଁ ଅତିଥିଙ୍କୁ ଛାଡ଼ିଲେ ନାହିଁ। ନାମ ଫଳକ ଓ ଟେଣ୍ଟ ଭାଙ୍ଗି ଦେଲେ। ଅଧାବାଟରୁ ଫେରିଗଲେ କେନ୍ଦ୍ରମନ୍ତ୍ରୀ ଓ ଅନ୍ୟ ଅତିଥି।
Related Posts
ଜାତୀୟ ସେବା ଯୋଜନା ସ୍ୱତନ୍ତ୍ର ଶିବିର ଉଦଯାପିତ
ଜାତୀୟ ସେବା ଯୋଜନା ସ୍ୱତନ୍ତ୍ର ଶିବିର ଉଦଯାପିତ… ଚକାପାଦ :- (ରିପୋର୍ଟ କୁନା ଦିଗାଲ )କନ୍ଧମାଳ ଜିଲ୍ଲା ଚକାପାଦ ବ୍ଲକ ଅନ୍ତର୍ଗତ ଶଙ୍କରାଖୋଲ ଠାରେ ଅବସ୍ଥିତ ଆଞ୍ଚଳିକ…
ଶ୍ରୀଜଗନ୍ନାଥ ସଂସ୍କୃତି ପରିଷଦ ପକ୍ଷରୁ ୨୧୬ ତମ କଥାମୃତ କାର୍ଯ୍ୟକ୍ରମ ଅନୁଷ୍ଠିତ
ଶ୍ରୀଜଗନ୍ନାଥ ସଂସ୍କୃତି ପରିଷଦ ପକ୍ଷରୁ ୨୧୬ ତମ କଥାମୃତ କାର୍ଯ୍ୟକ୍ରମ ଅନୁଷ୍ଠିତ ଭୁବନେଶ୍ୱର: ଶ୍ରୀଜଗନ୍ନାଥ ସଂସ୍କୃତି ପରିଷଦ ପକ୍ଷରୁ କଷମୋପଲ୍ଲୀ ଆପାର୍ଟମେଣ୍ଟ ଜଗନ୍ନାଥ ମନ୍ଦିର ଡ଼ୁମଡ଼ୁମା ଭୁବନେଶ୍ୱରରେ…
ଜରଉ ପଞ୍ଚାୟତ ରେ ଜିଲ୍ଲାପାଳ ଙ୍କ ଅଭିଯୋଗ ଶୁଣାଣି ।
ଜରଉ ପଞ୍ଚାୟତ ରେ ଜିଲ୍ଲାପାଳ ଙ୍କ ଅଭିଯୋଗ ଶୁଣାଣି । ଆର, ଉଦୟଗିରି(ମନୋଜ କୁମାର ପାଢୀ/ ୧୫/୭/ ଗଜପତି ଜିଲ୍ଲା ମୋହନା ବ୍ଲକର ଜରଉ ଗ୍ରାମ ପଞ୍ଚାୟତ…