ଆନ୍ଧ୍ରପ୍ରଦେଶର ଅନାକାପଲ୍ଲେ ଜିଲ୍ଲାରେ ଥିବା ଏକ ଔଷଧ ତିଆରି କମ୍ପାନୀରେ ବିସ୍ଫୋରଣ ଘଟିଛି। ଏଥିରେ ୧୮ ଜଣ ଲୋକ ଗୁରୁତର ଭାବେ ଆହତ ହୋଇଛନ୍ତି। ସମସ୍ତଙ୍କୁ ଏନଟିଆର ହସ୍ପିଟାଲରେ ଭର୍ତ୍ତି କରାଯାଇଛି।ଆନ୍ଧ୍ରପ୍ରଦେଶର ଅନାକାପଲ୍ଲେ ଏସେନ୍ସିଆ ଔଷଧ ତିଆରି କମ୍ପାନୀ ବିସ୍ଫୋରଣ ଘଟଣାରେ ଚାରି ଜଣଙ୍କ ମୃତ୍ୟୁ। ସଦ୍ୟତମ ରିପୋର୍ଟ ଅନୁସାରେ, ଏହି ବିସ୍ଫୋରଣରେ ଏଯାବତ୍ ଚାରି ଜଣଙ୍କ ଜୀବନ ଯାଇଥିବା ବେଳେ ୨୦ ଜଣ ଆହତ ହୋଇଛନ୍ତି।
Related Posts
ପ୍ୟାରିସ ପାରା ଅଲିମ୍ପିକ୍ସରେ ଭାରତୀୟ ଆଥଲେଟମାନେ ଐତିହାସିକ ସଫଳତା ପାଇଁ ଆଜି ଭାରତ ସରକାର ପଦକ ବିଜେତାଙ୍କ ପାଇଁ ଆର୍ଥିକ ପୁରସ୍କାର ଘୋଷଣା କରିଛନ୍ତି।
ପ୍ୟାରିସ ପାରା ଅଲିମ୍ପିକ୍ସରେ ଭାରତୀୟ ଆଥଲେଟମାନେ ରେକର୍ଡ ସଂଖ୍ୟକ ପଦକ ଜିତିଛନ୍ତି। ଭାରତ ପାରା ଅଲିମ୍ପିକ୍ସରେ ୭ ସ୍ୱର୍ଣ୍ଣ ସହ ମୋଟ ୨୯ଟି ପଦକ କବଜା କରିଛି।…
ଆଦିଶକ୍ତି ଚାରିଟେବୁଲ ଟ୍ରଷ୍ଟ ଇଣ୍ଡିଆ ପକ୍ଷରୁ ୧୧ ତମ ଦିନିକିଆ ସତସଙ୍ଗ ମା ଅନନ୍ତ.. ତାର କଥା ଅନନ୍ତ କାର୍ଯ୍ୟକ୍ରମ ଅନୁଷ୍ଠିତ
ଆଦିଶକ୍ତି ଚାରିଟେବୁଲ ଟ୍ରଷ୍ଟ ଇଣ୍ଡିଆ ପକ୍ଷରୁ ୧୧ ତମ ଦିନିକିଆ ସତସଙ୍ଗ ମା ଅନନ୍ତ.. ତାର କଥା ଅନନ୍ତ କାର୍ଯ୍ୟକ୍ରମ ଅନୁଷ୍ଠିତ ଭୁବନେଶ୍ୱର: (ଅଭିଷେକ ମହାନ୍ତି)ମା ଆଦିଶକ୍ତି…
ଜନ କଲ୍ଯାଣ ସେବା ଟ୍ରଷ୍ଟ ପ୍ରତିଷ୍ଠାତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।
ଜନ କଲ୍ଯାଣ ସେବା ଟ୍ରଷ୍ଟ ପ୍ରତିଷ୍ଠାତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବରଗଡ଼-୯,୧୦(ଭବାନୀ ଶଙ୍କର ପାଢ଼ୀ) ବରଗଡ଼ ର ଅଗ୍ରଣୀ ସାମାଜିକ ଅନୁଷ୍ଠାନ…