୨୦୨୬ ମାର୍ଚ୍ଚ ସୁଦ୍ଧା ଦେଶ ନକ୍ସଲ ମୁକ୍ତ ହେବ

୨୦୨୬ ମାର୍ଚ୍ଚ ସୁଦ୍ଧା ଦେଶ ନକ୍ସଲ ମୁକ୍ତ ହେବ ବୋଲି ଆଜି ସେ ଟାର୍ଗେଟ ସେଟ କରିଛନ୍ତି। ତାଙ୍କ କହିବା କଥା ଯେ ଆମ ଗଣତାନ୍ତ୍ରିକ ବ୍ୟବସ୍ଥା ପାଇଁ ନକ୍ସଲବାଦ ସବୁଠୁ ବଡ଼ ବିପଦ। ତେଣୁ ସେମାନଙ୍କ ମୂଳପୋଛ ହେବା ଜରୁରୀ। ଏହି ଗ୍ରୁପ ବିରୋଧରେ ଶେଷ ପ୍ରହାର ପାଇଁ ଗୋଟିଏ ଶକ୍ତିଶାଳୀ ଓ କଠୋର ରଣନୀତି ଆବଶ୍ୟକ ବୋଲି ଶ୍ରୀ ଶାହ କହିଛନ୍ତି।ନକ୍ସଲଙ୍କ ବିରୋଧରେ ଆର୍‌ପାର୍‌ ଲଢ଼େଇ ପାଇଁ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ସଜବାଜ।

Leave a Reply

Your email address will not be published. Required fields are marked *