ବାର୍ଡ ଫ୍ଲୁ ପାଇଁ କୁକୁଡ଼ା ଚାଷୀଙ୍କୁ ମିଳିବ କ୍ଷତିପୂରଣ
ଭୁବନେଶ୍ୱର: ବାର୍ଡ ଫ୍ଲୁ ପାଇଁ କୁକୁଡ଼ା ଚାଷୀଙ୍କୁ ମିଳିବ କ୍ଷତିପୂରଣ। ମତ୍ସ୍ୟ ଓ ପଶୁ ସଂପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ କହିଛନ୍ତି ଯେ ଏ ପର୍ଯ୍ୟନ୍ତ ୩୦ ହଜାର କୁକୁଡ଼ାଙ୍କୁ ମରାଯାଇଛି।
କ୍ଷତିଗ୍ରସ୍ତ କୁକୁଡ଼ା ଚାଷୀଙ୍କୁ କ୍ଷତିପୂରଣ ଦେବାକୁ ନିଷ୍ପତି ନିଆଯାଇଛି।
ଛୋଟ କୁକୁଡ଼ାକୁ ୨୦ ଓ ବଡ଼ କୁକୁଡ଼ା ପାଇଁ ୭୦ ଟଙ୍କା ଦିଆଯିବ।