ବିସିସିଆଇ ସମ୍ପାଦକ ଜୟ ଶାହ ଆନ୍ତର୍ଜାତିକ କ୍ରିକେଟ୍ ପରିଷଦ (ଆଇସିସି)ର ନୂତନ ଅଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛନ୍ତି|
ନୂଆଦିଲ୍ଲୀ: ବିସିସିଆଇ ସମ୍ପାଦକ ଜୟ ଶାହ ଆନ୍ତର୍ଜାତିକ କ୍ରିକେଟ୍ ପରିଷଦ (ଆଇସିସି)ର ନୂତନ ଅଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛନ୍ତି। ମଙ୍ଗଳବାର ଆଇସିସି ପରିଚାଳନା ପରିଷଦ ବୈଠକ ଥିଲା ବେଳେ ଜୟ ଅପ୍ରତିଦ୍ବନ୍ଦ୍ବୀ ରହିଥିଲେ। ଫଳରେ ସେ ପୂର୍ଣ୍ଣ ସମର୍ଥନ ପାଇ ଡିସେମ୍ବର ୧ ତାରିଖରୁ ପରବର୍ତ୍ତୀ ଅଧ୍ୟକ୍ଷ ପଦରେ ବସିବାକୁ ଯାଉଛନ୍ତି।