କାଲି କୋରାପୁଟ ଜିଲ୍ଲାରେ ସବୁ ସ୍କୁଲ୍ ଓ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ବର୍ଷା ପାଇଁ କୋରାପୁଟ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଥିବାରୁ ସ୍କୁଲ୍ ଓ ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକୁ ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ। ଏହା ସହିତ ବର୍ଷା ବେଳେ ଘରୁ ନବାହାରିବାକୁ ଲୋକଙ୍କୁ ପରାମର୍ଶ ଦେଇଛନ୍ତି ଜିଲ୍ଲାପାଳ।ନିଜ ନିଜ ପକ୍କା ଘର କିମ୍ବା ଆଶ୍ରୟସ୍ଥଳରେ ରହିବାକୁ ସେ ଲୋକଙ୍କୁ କହିଛନ୍ତି। ଅଗ୍ନିଶମ ଓ ଓଡ୍ରାଫ୍ ଟିମ୍କୁ ସଜାଗ ରହିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ।
Related Posts
ଚୋରା ଗଞ୍ଜେଇ ଚାଲାଣ ବେଳେ ଭାରସାମ୍ୟ ହରେଇ ଗଛରେ କାର ଦୁର୍ଘଟଣା ଗ୍ରସ୍ତ ହୋଇ ଜଣେ ମୃତ….
ଚୋରା ଗଞ୍ଜେଇ ଚାଲାଣ ବେଳେ ଭାରସାମ୍ୟ ହରେଇ ଗଛରେ କାର ଦୁର୍ଘଟଣା ଗ୍ରସ୍ତ ହୋଇ ଜଣେ ମୃତ…. କନ୍ଧମାଳ 🙁 ରିପୋର୍ଟ କୁନା ଦିଗାଲ )କନ୍ଧମାଳ ଜିଲ୍ଲା…
ଶଙ୍କରାଖୋଲ ଆଞ୍ଚଳିକ ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ହାତ ଧୁଆ ଦିବସ ପାଳିତ
ଶଙ୍କରାଖୋଲ ଆଞ୍ଚଳିକ ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ହାତ ଧୁଆ ଦିବସ ପାଳିତ କନ୍ଧମାଳ :- (ରିପୋର୍ଟ କୁନା ଦିଗାଲ) କନ୍ଧମାଳ ଜିଲ୍ଲା ଚକାପାଦ ବ୍ଲକ ଶଙ୍କରାଖୋଲ ଠାରେ…
କଳାକାର ଓ ଜନସାଧାରଣଙ୍କ ବିଭିନ୍ନ ଦାବି ନେଇ ମୁଖ୍ୟମନ୍ତ୍ରୀ ଙ୍କୁ ସାକ୍ଷତ କରିବ କଳାକାର
କଳାକାର ଓ ଜନସାଧାରଣଙ୍କ ବିଭିନ୍ନ ଦାବି ନେଇ ମୁଖ୍ୟମନ୍ତ୍ରୀ ଙ୍କୁ ସାକ୍ଷତ କରିବ କଳାକାର ମହାସଂଘ……………………………………….କନ୍ଧମାଳ :- (ରିପୋର୍ଟ କୁନା ଦିଗାଲ )କନ୍ଧମାଳ ଜିଲ୍ଲା ଟିକାବାଲି ବ୍ଳକ…