ପ୍ୟାରିସ୍ : ପ୍ୟାରିସ ପାରା ଅଲିମ୍ପିକ୍ସ ୨୦୨୪ର ତୃତୀୟ ଦିନରେ ଭାରତୀୟ ସୁଟର ରୁବିନା ଫ୍ରାନ୍ସିସ ବ୍ରୋଞ୍ଜ ପଦକ ଜିତିଛନ୍ତି । ମହିଳା ୧୦ ମିଟର ଏୟାର ପିସ୍ତଲ ଏସଏଚ୧ ଇଭେଣ୍ଟର ଫାଇନାଲରେ ରୁବିନା ଏହି ବ୍ରୋଞ୍ଜ ପଦକ ଜିତିଛନ୍ତି। ଏହା ତାଙ୍କର ପ୍ରଥମ ପାରାଲିମ୍ପିକ୍ ପଦକ। ଏହା ସହିତ ପ୍ୟାରିସ୍ ପାରାଲିମ୍ପିକ୍ସ ୨୦୨୪ରେ ଭାରତ ମୋଟ ୫ଟି ପଦକ ହାସଲ କରିଛି। ସେଥିମଧ୍ୟରୁ ୪ଟି ପଦକ ସୁଟିଂରେ ଆସିଛି। ରୁବିନା ୨୧୧.୧ ସ୍କୋର ସହ ପଦକ ଜିତିଥିଲେ। ଗତକାଲି ଭାରତର ଅବନୀ ଲେଖରା ସ୍ବର୍ଣ୍ଣ ପଦକ ଜିତିଥିବାବେଳେ ମନୀଷ ନରଓ୍ବାଲ ରୌପ୍ୟ ଜିତିଥିଲେ ।
Related Posts
ବଲିଉଡ୍ ଅଭିନେତା ତଥା ଶିବସେନା ନେତା ଗୋବିନ୍ଦା ମଙ୍ଗଳବାର ଦିନ ଗୁଳିମାଡ଼ର ଶିକାର ହୋଇ ମୁମ୍ବାଇର ଏକ ଡାକ୍ତରଖାନାର ଆଇସିୟୁ ଭର୍ତ୍ତି ହୋଇଥିଲେ ।
ମୁମ୍ବାଇ: ବଲିଉଡ୍ ଅଭିନେତା ତଥା ଶିବସେନା ନେତା ଗୋବିନ୍ଦା ମଙ୍ଗଳବାର ଦିନ ଗୁଳିମାଡ଼ର ଶିକାର ହୋଇ ମୁମ୍ବାଇର ଏକ ଡାକ୍ତରଖାନାର ଆଇସିୟୁ ଭର୍ତ୍ତି ହୋଇଥିଲେ । ଆଇସିୟୁରେ…
ନାଗରିକ ସମାଜ, ବିଶେଷଜ୍ଞ ଓ ବିଭିନ୍ନ କ୍ଷେତ୍ରର ପ୍ରତିନିଧିଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ପ୍ରାକ୍ ବଜେଟ୍ ଆଲୋଚନା
ନାଗରିକ ସମାଜ, ବିଶେଷଜ୍ଞ ଓ ବିଭିନ୍ନ କ୍ଷେତ୍ରର ପ୍ରତିନିଧିଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ପ୍ରାକ୍ ବଜେଟ୍ ଆଲୋଚନା ଭୁବନେଶ୍ୱର: ଆମର ବଜେଟ୍ ଟି ଯେପରି ବାସ୍ତବରେ ‘ଲୋକଙ୍କ ବଜେଟ୍’…
ପୋର୍ଟାଲ ସାମ୍ବାଦିକ ଏବଂ ସୁରକ୍ଷାକର୍ମୀଙ୍କ ମଧ୍ୟରେ ହାତାହାତି।
ଘରୋଇ ହସ୍ପିଟାଲରେ ଉତ୍ତେଜନା। ଭୁବନେଶ୍ୱର: ପୋର୍ଟାଲ ସାମ୍ବାଦିକ ଏବଂ ସୁରକ୍ଷାକର୍ମୀଙ୍କ ମଧ୍ୟରେ ହାତାହାତି। ଜଣେ ଅଟୋଚାଳକ ଗତକାଲି ବିଦ୍ୟୁତ ସଂସ୍ପର୍ଶରେ ଆସି ଆହତ ହୋଇଥିଲେ। ତାଙ୍କୁ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ମେଡିକାଲରେ…