ଅନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ ପର୍ବତାରୋହୀ ଲିପିକା ସେଠ୍ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ତାଙ୍କର ଆଗାମୀ ପର୍ବତାରୋହଣ ଅଭିଯାନ ପାଇଁ ଆଶୀର୍ବାଦ ଗ୍ରହଣ କରିଛନ୍ତି।ଆଗାମୀ ସେପ୍ଟେମ୍ବର ୨୦ ତାରିଖରେ ସେ ଅଷ୍ଟ୍ରେଲିଆ ମହାଦେଶର ଉଚ୍ଚତମ ଶୃଙ୍ଗ ମାଉଣ୍ଟ କୋଜିଓସ୍କୋ ଆରୋହଣ ପାଇଁ ଅଭିଯାନ ଆରମ୍ଭ କରୁଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଲିପିକାଙ୍କୁ ଫୁଲତୋଡା ଦେଇ ଶୁଭେଚ୍ଛା ଜଣାଇବା ସହିତ ସଫଳ ଆରୋହଣ ପାଇଁ ଆଶୀର୍ବାଦ କରିଥିଲେ।
Related Posts
କେ.ଏମ. ଭାଲିଆସାହି ଉଚ୍ଚ ବିଦ୍ୟାଳୟ ତରଫରୁ ଜଳଛତ୍ର
କେ. ଏମ. ଭାଲିଆସାହି ଉଚ୍ଚ ବିଦ୍ୟାଳୟ ତରଫରୁ ଜଳଛତ୍ରଆର.ଉଦୟଗିରି (ମନୋଜ କୁମାର ପାଢୀ): ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗତର ଭାବେ କିଛି ଦିନ ଧରି ପ୍ରବଳ ଗ୍ରୀଷ୍ମ…
ଭେଡେନ ଠାରେ ଜୁନିଅର ରେଡକ୍ରସ କାଉନସିଲ କଂ ଏକଦିବସୀୟ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି।
ଭେଡେନ ଠାରେ ଜୁନିଅର ରେଡକ୍ରସ କାଉନସିଲ କଂ ଏକଦିବସୀୟ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ବରଗଡ ୩୧,୧୦(ଭବାନୀ ଶଙ୍କର ପାଢ଼ୀ) ବରଗଡ଼ ଜିଲ୍ଲା ଭେଡେନ ବ୍ଲକ ସରକାରୀ…
ଟିକାବାଲି ସରକାରୀ ଉଚ୍ଚ ବିଦ୍ୟାଳୟ ରେ ଶ୍ରେଣୀଗୃହ ଅଭାବ ଯୋଗୁଁ ପାଠପଢ଼ାରେ ବାଧା ପ୍ରାପ୍ତ ……..
ଟିକାବାଲି ସରକାରୀ ଉଚ୍ଚ ବିଦ୍ୟାଳୟ ରେ ଶ୍ରେଣୀଗୃହ ଅଭାବ ଯୋଗୁଁ ପାଠପଢ଼ାରେ ବାଧା ପ୍ରାପ୍ତ …….. କନ୍ଧମାଳ :- (ରିପୋର୍ଟ କୁନା ଦିଗାଲ) କନ୍ଧମାଳ ଜିଲ୍ଲା ଟିକାବାଲି…