ପ୍ୟାରିସ ପାରା ଅଲିମ୍ପିକ୍ସରେ ଭାରତୀୟ ଆଥଲେଟମାନେ ରେକର୍ଡ ସଂଖ୍ୟକ ପଦକ ଜିତିଛନ୍ତି। ଭାରତ ପାରା ଅଲିମ୍ପିକ୍ସରେ ୭ ସ୍ୱର୍ଣ୍ଣ ସହ ମୋଟ ୨୯ଟି ପଦକ କବଜା କରିଛି। ପୂର୍ବରୁ କୌଣସି ପାରା ଅଲିମ୍ପିକ୍ସରେ ଭାରତ ଏତେ ସଂଖ୍ୟକ ପଦକ ଜିତି ନଥିଲା। ଏହି ଐତିହାସିକ ସଫଳତା ପାଇଁ ଆଜି ଭାରତ ସରକାର ପଦକ ବିଜେତାଙ୍କ ପାଇଁ ଆର୍ଥିକ ପୁରସ୍କାର ଘୋଷଣା କରିଛନ୍ତି।
Related Posts
ସମାଜର ସବୁ ସ୍ତରକୁ ଯୋଗକୁ ପ୍ରସାରିତ କରିବାର ଉଦ୍ୟମ ଜାରି ରହିବ : ମୁଖ୍ୟମନ୍ତ୍ରୀ
ସମାଜର ସବୁ ସ୍ତରକୁ ଯୋଗକୁ ପ୍ରସାରିତ କରିବାର ଉଦ୍ୟମ ଜାରି ରହିବ : ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର : ଏକ ନୂଆ ଓଡ଼ିଶା ଓ ସୁସ୍ଥ ଓଡ଼ିଶା ଗଠନ…
ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କଲେ ଆଡଭୋକେଟ୍ ଜେନେରାଲ
ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କଲେ ଆଡଭୋକେଟ୍ ଜେନେରାଲ ଭୁବନେଶ୍ବର: ଦାୟିତ୍ବ ଗ୍ରହଣ କରିବା ପରେ ରାଜ୍ୟ ଆଡଭୋକେଟ ଜେନେରାଲ ଶ୍ରୀ ପିତାମ୍ବର ଆଚାର୍ଯ୍ୟ ଆଜି ସଂଧ୍ୟାରେ…
ବର୍ଷା ଓ ପବନରେ ଭୁଶୁଡ଼ିଲା ଦିଲ୍ଳୀ ବିମାନବନ୍ଦର ଛାତ
ଭୁଶୁଡ଼ିଲା ବିମାନବନ୍ଦର ଛାତ!ବର୍ଷା ଓ ପବନରେ ଭୁଶୁଡ଼ିଲା ଦିଲ୍ଳୀ ବିମାନବନ୍ଦର ଛାତ.ଟର୍ମିନାଲ-୧ରେ ଛାତ ଭୁଶୁଡ଼ି ୩ ମୃତ, ୬ ଗୁରୁତର,ଟର୍ମିନାଲ୍ ଛାତ ଭୁଶୁଡ଼ିବାରୁ ଏକାଧିକ କାର କ୍ଷତିଗ୍ରସ୍ତ.ଟର୍ମିନାଲ-୧ରେ…