ସୁଭଦ୍ରା’ ଫର୍ମ ପୂରଣ ପାଇଁ ମହିଳାଙ୍କଠାରୁ ଟଙ୍କା ନେବା ମହଙ୍ଗା ପଡ଼ିଛି। ଗିରଫ ହୋଇଛି CSCର ଜଣେ କର୍ମଚାରୀ। ବଲାଙ୍ଗିର ଜିଲ୍ଲା ଟିଟିଲାଗଡ଼ ଥାନା ପୁଲିସ୍ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।
Related Posts
ଶ୍ରୀଲଙ୍କା ଟିମ ଇଣ୍ଡିଆକୁ ତୃତୀୟ ଦିନିକିଆରେ ୧୧୦ ରନରେ ହରାଇ ଦେଇଛି।
ସ୍ପିନରଙ୍କ ଦମରେ ଶ୍ରୀଲଙ୍କା ଟିମ ଇଣ୍ଡିଆକୁ ତୃତୀୟ ଦିନିକିଆରେ ୧୧୦ ରନରେ ହରାଇ ଦେଇଛି। ଏଥିସହ ୩ ଟିକିଆ ଦନିକିଆ ସିରିଜକୁ ଘରୋଇ ଟିମ ୨-୦ରେ ଜିତି ନେଇଛି।…
ସରକାରୀ ଉଚ୍ଚ ବିଦ୍ୟାଳୟରେ ଅଧ୍ୟୟନ କରୁଥିବା ପୁରାତନ ଛାତ୍ରଙ୍କ ବନ୍ଧୁ ମିଳନ
ସରକାରୀ ଉଚ୍ଚ ବିଦ୍ୟାଳୟରେ ଅଧ୍ୟୟନ କରୁଥିବା ପୁରାତନ ଛାତ୍ରଙ୍କ ବନ୍ଧୁ ମିଳନ … କନ୍ଧମାଳ :- (ରିପୋର୍ଟ କୁନା ଦିଗାଲ )କନ୍ଧମାଳ ଜିଲ୍ଲା ଚକାପାଦ ବ୍ଲକ ଅନ୍ତର୍ଗତ…
ଏକ୍ସପାଏରୀ ଔଷଧ ଖାଇ ୩୦ ଛାତ୍ରଛାତ୍ରୀ ଅସୁସ୍ଥ ୨ ଶିକ୍ଷୟିତ୍ରୀଙ୍କୁ ନିଲମ୍ବନ!
ପାରାଦୀପ: ଲକ୍ପଡ଼ା ୟୁପି ସ୍କୁଲର ୨ ଶିକ୍ଷୟିତ୍ରୀଙ୍କୁ ନିଲମ୍ବନ କଲେ କୁଜଙ୍ଗ ବିଇଓ! ପ୍ରଧାନଶିକ୍ଷୟିତ୍ରୀ ମଞ୍ଜୁଲତା ସାମଲ ଓ ସହକାରୀ ଶିକ୍ଷୟିତ୍ରୀ ଦୀପ୍ତି ସ୍ବାଇଁ ନିଲମ୍ବିତ,ଏକ୍ସପାଏରୀ ଔଷଧ…