ଶୀତ ଅଧିବେଶନରେ ‘ୱାନ ନେସନ, ୱାନ ଇଲେକ୍ସନ’ ପାସ୍ ହୋଇପାରେ!

‘ୱାନ ନେସନ, ୱାନ ଇଲେକ୍ସନ’ ବା ‘ଗୋଟିଏ ଦେଶ, ଗୋଟିଏ ନିର୍ବାଚନ’ ଦିଗରେ ଆଜି ଆଉ ପାଦେ ଆଗେଇଛନ୍ତି କେନ୍ଦ୍ର ସରକାର। ‘ୱାନ ନେସନ, ୱାନ ଇଲେକ୍ସନ’ ନେଇ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅଧ୍ୟକ୍ଷତାରେ ଗଠିତ କମିଟିର ରିପୋର୍ଟକୁ ମିଳିଛି କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ। କୁହାଯାଉଛି, ଆସନ୍ତା ଶୀତ ଅଧିବେଶନରେ ସରକାର ଏ ସଂପର୍କିତ ବିଲକୁ ସଂସଦରେ ଉପସ୍ଥାପନ କରିବେ।

Leave a Reply

Your email address will not be published. Required fields are marked *