ଭୁବନେଶ୍ଵର:ବିଜେଡିର ନିର୍ବାଚନୀ ବିପର୍ଯ୍ୟୟ ପରେ ଦଳରେ ବଢ଼ୁଥିବା ତୀବ୍ର ଗୋଷ୍ଠୀକନ୍ଦଳ ଓ ବୟାନବାଜି ଉପରେ ଲଗାମ ଦେବା ପାଇଁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆସନ୍ତା ୨୭ତାରିଖରେ ଶଙ୍ଖଭବନରେ ଏକ ଜରୁରୀ ବୈଠକ ଡାକିଛନ୍ତି । ଦଳର ୧୫ଜଣିଆ ସମନ୍ୱୟ କମିଟି ସଦସ୍ୟମାନଙ୍କ ସମେତ ଆଉ ୩ଟି ନୂଆ କମିଟିର ୬୦ଜଣିଆ ସଦସ୍ୟ ଓ ସମସ୍ତ ସାଂଗଠନିକ ଜିଲ୍ଲା ସଭାପତିମାନଙ୍କୁ ଏହି ବୈଠକରେ ସାମିଲ ହେବା ପାଇଁ ଦଳ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଆସନ୍ତା ଅକ୍ଟୋବର ୨ତାରିଖ ଗାନ୍ଧି ଜୟନ୍ତୀରୁ ଦଳର ପଦଯାତ୍ରା କାର୍ଯ୍ୟକ୍ରମ ଆରମ୍ଭ ହେବା ପୂର୍ବରୁ ‘ଦଳରେ ସବୁକିଛି ଠିକ୍ ଚାଲିଛି’ ବୋଲି ସନ୍ଦେଶ ଦେବାକୁ ବିଜେଡି ଯୋଜନା କରିଥିବା ଚର୍ଚ୍ଚା ହେଉଛି
Related Posts
ଓଡ଼ିଶାର ସରକାରୀ କର୍ମଚାରୀ ମାନଙ୍କ ଗ୍ରାଚୁଇଟି ସୀମା ୧୫ ଲକ୍ଷରୁ ୨୦ ଲକ୍ଷ ଟଙ୍କାକୁ ବୃଦ୍ଧି
ଓଡ଼ିଶାର ସରକାରୀ କର୍ମଚାରୀ ମାନଙ୍କ ଗ୍ରାଚୁଇଟି ସୀମା ୧୫ ଲକ୍ଷରୁ ୨୦ ଲକ୍ଷ ଟଙ୍କାକୁ ବୃଦ୍ଧି ଭୁବନେଶ୍ୱର: ଓଡ଼ିଶାର ସରକାରୀ କର୍ମଚାରୀ ମାନଙ୍କ ପାଇଁ ଗ୍ରାଚୁଇଟିର ସୀମା…
ପୂର୍ବତନ କେନ୍ଦ୍ରାପଡ଼ା ସାଂସଦ ପ୍ରଭାତ ସାମନ୍ତରାୟଙ୍କ ବିୟୋଗରେ ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଶୋକ
ପୂର୍ବତନ କେନ୍ଦ୍ରାପଡ଼ା ସାଂସଦ ପ୍ରଭାତ ସାମନ୍ତରାୟଙ୍କ ବିୟୋଗରେ ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଶୋକ ଭୁବନେଶ୍ଵର: ପୂର୍ବତନ କେନ୍ଦ୍ରାପଡ଼ା ସାଂସଦ ପ୍ରଭାତ ସାମନ୍ତରାୟଙ୍କ ବିୟୋଗରେ ଉପମୁଖ୍ୟମନ୍ତ୍ରୀ…
ରାଜଧାନୀ ଭୁବନେଶ୍ୱରରେ ଅଧିକାଂଶ ଅଞ୍ଚଳରେ ୨୪ ଘଣ୍ଟା ଧରି ବନ୍ଦ ରହିବ ପାନୀୟ ଜଳ ଯୋଗାଣ।
ରାଜଧାନୀ ଭୁବନେଶ୍ୱରରେ ଅଧିକାଂଶ ଅଞ୍ଚଳରେ ୨୪ ଘଣ୍ଟା ଧରି ବନ୍ଦ ରହିବ ପାନୀୟ ଜଳ ଯୋଗାଣ। ଆସନ୍ତାକାଲି ଅର୍ଥାତ ଶୁକ୍ରବାର ଅପରାହ୍ନ ୨ଟାରୁ ଶନିବାର ୨ଟା ପର୍ଯ୍ୟନ୍ତ…