ହରିୟାଣା ବିଧାନସଭା ନିର୍ବାଚନରେ ବିପୁଳ ବିଜୟ ପରେ ବିଜେପି ମୁଖ୍ୟ କାର୍ଯ୍ୟାଳୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। କହିଲେ- ହରିୟାଣାର ଜନତା ତୃତୀୟ ଥର ପଦ୍ମ ଫୁଟାଇଲେ। ଏହା ଗଣତନ୍ତ୍ରର ବିଜୟ। ଜମ୍ମୁ କଶ୍ମୀରରେ ଶାନ୍ତିଶୃଙ୍ଖଳାର ସହିତ ମତଦାନ ସଂପନ୍ନ ହୋଇଛି।
Related Posts
ଜିଲ୍ଲା ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ରେ ଛେଳିଗଡ଼ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ନୃତ୍ୟ ଦଳ ରାଜ୍ୟସ୍ତରକୁ ମନୋନୀତ
ଜିଲ୍ଲା ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ରେ ଛେଳିଗଡ଼ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ନୃତ୍ୟ ଦଳ ରାଜ୍ୟସ୍ତରକୁ ମନୋନୀତ ଆର,ଉଦୟଗିରି(ମନୋଜ କୁମାର ପାଢୀ/ ତା 08/11/24 ରିଖ…
ପୁରୀରେ ରଥଯାତ୍ରା ସ୍ବତନ୍ତ୍ର ସମୀକ୍ଷା ବୈଠକ ଅନୁଷ୍ଠତ;ଭକ୍ତ ଓ ଯାତ୍ରୀଙ୍କ ସୁରକ୍ଷା ଓ ଆନୁଷଙ୍ଗିକ ବ୍ୟବସ୍ଥା ସୁନିଶ୍ଚିତ କରିବାକୁ ପ୍ରଶାସନକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ.
ପୁରୀରେ ରଥଯାତ୍ରା ସ୍ବତନ୍ତ୍ର ସମୀକ୍ଷା ବୈଠକ ଅନୁଷ୍ଠତ;ଭକ୍ତ ଓ ଯାତ୍ରୀଙ୍କ ସୁରକ୍ଷା ଓ ଆନୁଷଙ୍ଗିକ ବ୍ୟବସ୍ଥା ସୁନିଶ୍ଚିତ କରିବାକୁ ପ୍ରଶାସନକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ…
ଠକେଇ ମାମଲାରେ ରା.ଉଦୟଗିରି ଥାନାରେ ୮ ମାମଲା ରୁଜୁ ହେଲା
ଠକେଇ ମାମଲାରେ ରା.ଉଦୟଗିରି ଥାନାରେ ୮ ମାମଲା ରୁଜୁ ହେଲା ଆର,ଉଦୟଗିରି (ମନୋଜ କୁମାର ପାଢୀ/ ୧୬/୭):ଗଜପତି ଜିଲ୍ଲାରେ ଆଦିବାସୀ ମାନଙ୍କ ସରଳତାର ସୁଯୋଗ ନେଇ ବିଭିନ୍ନ…