ଓହ୍ଲାଇ ପାରିଲାନି ମୁଖ୍ୟମନ୍ତ୍ରୀଙ୍କ ବିମାନ
ଭୁବନେଶ୍ବରରେ ଓହ୍ଲାଇ ପାରିଲାନି ମୁଖ୍ୟମନ୍ତ୍ରୀଙ୍କ ବିମାନ। କୋଲକାତା ଅଭିମୁଖେ ଗଲା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବିମାନ। ଖରାପ ପାଗ ଯୋଗୁଁ ଭୁବନେଶ୍ବରରେ ବିମାନ ଅବତରଣ କରି ପାରି ନଥିଲା।
🇹🇭🇪 🇮🇳🇫🇴🇷🇲🇦🇹🇮🇴🇳 🇲🇪🇩🇮🇦
V̲A̲S̲U̲N̲D̲H̲A̲R̲A̲ I̲N̲F̲O̲R̲M̲A̲T̲I̲O̲N̲ A̲N̲D̲ M̲E̲D̲I̲A̲ G̲R̲O̲U̲P̲