ଗଞ୍ଜାମ:୧୧.୧୦.୨୪, କୈଳାଶ ଚନ୍ଦ୍ର ଚୌଧୁରୀ,,ବଷପିଇ ମହିଳାଙ୍କ ଆତ୍ମହତ୍ୟା ଅଭିଯୋଗ।ବ୍ରହ୍ମପୁର ସଦର ଥାନା ଅନ୍ତର୍ଗତ କୃପାସିନ୍ଧୁ ପୁର ଗ୍ରାମର ମିତା ଦାସ ନାମକ ଜଣେ ମହିଳା ଶ୍ବଶୁର ଘରେ ବିଷପାନ କରି ମୁର୍ମୁଷୁ ଅବସ୍ଥାରେ ପଡ଼ି ରହିଥିବା ବେଳେ ପରିବାର ଲୋକେ ତାକୁ ଚିକିତ୍ସା ନିମନ୍ତେ ଡାକ୍ତରଖାନାକୁ ନେଇଥିଲେ। କିନ୍ତୁ ଚିକିତ୍ସାଧୀନ ଅବସ୍ଥାରେ ମିତା ର ମୃତ୍ୟୁ ଘଟିଛି। ଖବର ପାଇ ପୋଲିସ ଡାକ୍ତରଖାନାରେ ପହଞ୍ଚି ଶବ କୁ ବ୍ୟବଛେଦ ପରେ ପରିବାର ଲୋକଙ୍କୁ ଶବ ହସ୍ତାନ୍ତର କରି ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛନ୍ତି।
Related Posts
ରାଜଧାନୀ ଭୁବନେଶ୍ୱରରେ ମୃଦୁ ଭୂମିକମ୍ପ
ରାଜଧାନୀ ଭୁବନେଶ୍ୱରରେ ମୃଦୁ ଭୂମିକମ୍ପ ଅନୁଭୂତ ନେଇ ଚର୍ଚ୍ଚା ଭୁବନେଶ୍ଵର:ସକାଳ ୭ଟା ୧୫ ସମୟରେ ମୃଦୁ ଭୂମିକମ୍ପ ଅନୁଭୂତ ସୂଚନା*୨ରୁ ୩ ସେକେଣ୍ଡ ପାଇଁ ଭୂମିକମ୍ପ ହୋଇଥିବା…
Sishu Shramik Sachetanata Ratha is Flagged Off by the Collector and DM of Koraput in the presence of JLC Jeypore.
Today, on June 19, 2024, Sishu Shramik Sachetanata Ratha is Flagged Off by the Collector and DM of Koraput in…
କୋରାପୁଟ ଦକ୍ଷତା ବୃଦ୍ଧି ତାଲିମ କେନ୍ଦ୍ର ସଭାଗୃହ ଠାରେ ଓଡ଼ିଶା ସରକାରୀ ଆଉଟସୋର୍ସିଂ କର୍ମଚାରୀ ମହାସଂଘ ବୈଠକ ଅନୁଷ୍ଠିତ ହୋଇଯାଇଛି!
କୋରାପୁଟ ସହର: କୋରାପୁଟ ଦକ୍ଷତା ବୃଦ୍ଧି ତାଲିମ କେନ୍ଦ୍ର ସଭାଗୃହ ଠାରେ ଓଡ଼ିଶା ସରକାରୀ ଆଉଟସୋର୍ସିଂ କର୍ମଚାରୀ ମହାସଂଘ ବୈଠକ ଅନୁଷ୍ଠିତ ହୋଇଯାଇଛି! ଏକ ମାସ ମଧ୍ୟରେ…