ଶିକ୍ଷୟତ୍ରୀ ସୁର୍ଯ୍ୟମଣି ନାୟକ ଙ୍କୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ।

ଶିକ୍ଷୟତ୍ରୀ ସୁର୍ଯ୍ୟମଣି ନାୟକ ଙ୍କୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ।
Spread the love

ଶିକ୍ଷୟତ୍ରୀ ସୁର୍ଯ୍ୟମଣି ନାୟକ ଙ୍କୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ।

ଜିଲ୍ଲା ସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଛତ୍ରପୁର ସ୍ଥିତ ଅନସ୍ଲୋ ହାଇସ୍କୁଲ ରେ ଅନୁଷ୍ଠିତ ହୋଯାଇଅଛି। ଭି ଭି ଗିରି ସରକାରୀ ମହିଳା ମାଧ୍ୟମିକ ବିଦ୍ୟାଳୟ ର ସହକାରୀ ଶିକ୍ଷୟିତ୍ରୀ ସୂର୍ଯ୍ୟମଣି ନାୟକ ଜିଲ୍ଲପାଳ ଭି କୀର୍ତ୍ତି ଭାସନ୍ ଓ ଜିଲ୍ଲା ଶିକ୍ଷାଧିକାରୀ ଅଜୟ କମାର ପାତ୍ର ଙ୍କ ଠାରୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଛନ୍ତି ଓ ବିଦ୍ୟାଳୟ ପାଇଁ ଗୌରବ ଆଣିଛନ୍ତି। ଏହି ପରିପ୍ରେକ୍ଷୀରେ ସେ ପ୍ରଶାସନ କୁ କୃତଜ୍ଞତା ଜଣାଇବା ସହ ବିଦ୍ୟାଳୟ ର ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ଚାନ୍ଦିନୀ ପଣ୍ଡା ଓ ଅନ୍ୟାନ୍ୟ ଶିକ୍ଷୟିତ୍ରୀ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ।