ଘରୋଇ ହସ୍ପିଟାଲରେ ଉତ୍ତେଜନା।
ଭୁବନେଶ୍ୱର: ପୋର୍ଟାଲ ସାମ୍ବାଦିକ ଏବଂ ସୁରକ୍ଷାକର୍ମୀଙ୍କ ମଧ୍ୟରେ ହାତାହାତି। ଜଣେ ଅଟୋଚାଳକ ଗତକାଲି ବିଦ୍ୟୁତ ସଂସ୍ପର୍ଶରେ ଆସି ଆହତ ହୋଇଥିଲେ। ତାଙ୍କୁ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସା ବାବଦରେ ବିଏସକେୱାଇରେ ଥିବା ସମସ୍ତ ଅର୍ଥ ଶେଷ ହେବା ପରେ ତାଙ୍କୁ ସେଠାରୁ ଅନ୍ୟ ହସ୍ପିଟାଲକୁ ପଠାଇବାକୁ ମେଡିକାଲ ପକ୍ଷରୁ କୁହାଯାଇଥିଲା।