ମାଲକାନଗିରି: ସୀମାନ୍ତ ତେଲେଙ୍ଗାନାର ଭଦ୍ରାଦୀ କୋଥାଗୁଡୁମ ଜିଲ୍ଲା ପୁଲିସ ଓ ୧୪୧ ସିଆରପିଏଫ ଅଧିକାରୀଙ୍କ ନିକଟରେ ୩ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଆତ୍ମସମର୍ପଣ କରିଥିବା ମାଓବାଦୀମାନେ ହେଲେ ଛତିଶଗଡ଼ର ବିଜାପୁର ଜିଲ୍ଲାର ପୋଡିୟମ ମାଙ୍ଗୁ ଓରଫ ଡିଭେଣ୍ଡର(୨୬), ତେଲେଙ୍ଗାନାର ମାଡିଭି ଆଡାଇମ ଓରଫ ଅନୁଷା(୨୩) ଏବଂ ଆନ୍ଧ୍ରପ୍ରଦେଶର କୁଦାମ ସୋମାଲି(୨୨)। ଏହି ତିନି ଜଣ ୨୦୧୮-୧୯ ମସିହାରେ ତେଲେଙ୍ଗାନା ରାଜ୍ୟ କମିଟିର ବିକେ-ଏଏସଆର ଡିଭିଜନରେ ସାମିଲ ହୋଇଥିଲେ। ପରେ ପଦନ୍ନୋତି ପାଇଥିଲେ।ଏମାନଙ୍କ ନାମରେ ସରକାର ୪ ଲକ୍ଷ ଟଂକାର ପୁରସ୍କାର ରାଶି ଘୋଷଣା କରିଥିଲେ।
Related Posts
ପବିତ୍ର ଛଟ୍ ଅବସରରେ ସୁନାବେଡା କୋଲାବ(କେରାଣ୍ଡି) ନଦୀରେ ଅସ୍ତଗାମୀ ସୂର୍ଯ୍ୟଙ୍କୁ ଅର୍ଘ୍ୟ ଦେଉଛନ୍ତି ଶ୍ରଦ୍ଧାଳୁ।
ପବିତ୍ର ଛଟ୍ ଅବସରରେ ସୁନାବେଡା କୋଲାବ(କେରାଣ୍ଡି) ନଦୀରେ ଅସ୍ତଗାମୀ ସୂର୍ଯ୍ୟଙ୍କୁ ଅର୍ଘ୍ୟ ଦେଉଛନ୍ତି ଶ୍ରଦ୍ଧାଳୁ। କୋରାପୁଟ: ଶ୍ରଦ୍ଧା ଓ ଆସ୍ଥାର ପର୍ବ ‘ଛଟ୍’ ଗୁରୁବାର ଠାରୁ ଆରମ୍ଭ…
ଶ୍ରୀଜଗନ୍ନାଥ ପାଞ୍ଚରାତ୍ର ପ୍ରଚାର ସମିତି ପକ୍ଷରୁ ରଥଯାତ୍ରା ଅବସରରେ ହିନ୍ଦୀ ଓ ଓଡ଼ିଆ ଭଜନ ଲୋକାର୍ପିତ
ଶ୍ରୀଜଗନ୍ନାଥ ପାଞ୍ଚରାତ୍ର ପ୍ରଚାର ସମିତି ପକ୍ଷରୁ ରଥଯାତ୍ରା ଅବସରରେ ହିନ୍ଦୀ ଓ ଓଡ଼ିଆ ଭଜନ ଲୋକାର୍ପିତ ଭୁବନେଶ୍ୱର: ଶ୍ରୀଜଗନ୍ନାଥ ପାଞ୍ଚରାତ୍ର ପ୍ରଚାର ସମିତି ପକ୍ଷରୁ ନେତ୍ରୋତ୍ସବ, ନବଯୌବନ…
ଘରେ ପସି ଆଲମିରା ଭାଙ୍ଗି ଗଚ୍ଛିତ ୨୫ ଭରି ସୁନା ଓ ପ୍ରାୟ ୪୦ ରୁ ୪୫ ହଜାର ଟଙ୍କା ଚୋର |
ଆର. ଉଦୟଗିରି (ମନୋଜ କୁମାର ପାଢୀ): ଗଜପତି ଜିଲ୍ଲା ମୋହନା ଥାନା ଅନ୍ତର୍ଗତ ଚାନ୍ଦିପୁଟ ସ୍ଥିତ ଇଣ୍ଡିଆନ ବ୍ୟାଙ୍କ ବାମ ପାର୍ଶ୍ୱରେ ଥିବା ଘରେ ପସି କେହି…