ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ ସ୍ଥଗିତ

ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ ସ୍ଥଗିତ

ଭୁବନେଶ୍ୱର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ସ୍ଥଗିତ ରହିଛି।ଅକ୍ଟୋବର ୨୩ରୁ ୨୪ ତାରିଖ ପର୍ଯ୍ୟନ୍ତ ଥିବା ଓଡ଼ିଶା ଗସ୍ତ ସ୍ଥଗିତ ରଖାଯାଇଛି।ବାଙ୍ଗିରିପୋଷି, ରାଇରଙ୍ଗପୁର, ପୁରୀ ଓ ଭୁବନେଶ୍ୱରରେ ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମ ଥିଲା।

Leave a Reply

Your email address will not be published. Required fields are marked *