ପାନୀୟ ଜଳ ଅଭାବରୁ ମୁଖ୍ୟରାସ୍ତା ଅବରୋଧ କଲେ ମହିଳା ଆର,ଉଦୟଗିରି(ମନୋଜ କୁମାର ପାଢୀ) – ପାନୀୟ ଜଳ ଅଭାବରୁ ରାସ୍ତା ଅବରୋଧ କଲେ ଗ୍ରାମବାସୀ l ଏପରି ଏକ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲ୍ଲା ଆର -ଉଦୟଗିରି ବ୍ଲକ ପରିସଲ ଗ୍ରାମରେ ଏକ ମାସ ହେବ ଗ୍ରାମବାସୀକୁ ପାଣି ଯୋଗାଣ ନ ହୋଇ ଥିବା ବାରମ୍ବାର ଗ୍ରାମବାସୀ ପ୍ରଶାସନକୁ ଅଭିଯୋଗ କରିଆସୁଥିଲେ କିନ୍ତୁ କୌଣସି ସୁଫଳ ନପାଇ ବୁଧବାର ଗାଁର ସମସ୍ତ ମହିଳା ରାସ୍ତା ଅବରୋଧ କରିଛନ୍ତି, ଫଳରେ326ଏ ପାରଳାଖେମୁଣ୍ଡି ଠାରୁ ବ୍ରହ୍ମପୁର ମୁଖ୍ୟରାଜପଥରେ ଗାଡି ଚଳାଚଳ ସମ୍ପୂର୍ଣ ଭାବେ ବନ୍ଦ ରହିଛି । ଏହି ଖବର ପାଇ RWSS ବିଭାଗର କନିଷ୍ଠ ଯନ୍ତ୍ରୀ ପ୍ରଭାକର ମୁନି ପହଞ୍ଚି ମହିଳାମାନଙ୍କୁ ବୁଝା ସୁଜା କରିବା ସହ ଗ୍ରାମ୍ୟ ଜଳ ଓ ପରିମଳ କମିଟି ନୂତନ ଗଠନ କରାଯିବା ସହ କମିଟି ସହମତେ କ୍ରମେ ମହିଳା ମଣ୍ଡଳ ସଦସ୍ୟଙ୍କୁ ଗ୍ରାମ ପାଣି ଛାଡିଡାକୁ ଚାବି ହସ୍ତାନ୍ତର କରାଗଲା ବୋଲି ଯନ୍ତ୍ରୀ କହିଛନ୍ତି ।
Related Posts
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ଅନୁଷ୍ଠିତ
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ଅନୁଷ୍ଠିତ ରାୟଗଡା : ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ସ୍ଥାନୀୟ ବିଜୁ ପଟ୍ଟନାୟକ ପ୍ରେକ୍ଷ୍ୟାଳୟ ଠାରେଅନୁଷ୍ଠିତ ହୋଇଯାଇଅଛି। ଉଦଘାଟନି ଓ…
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ଉପଲକ୍ଷେ ଏକ ଆକର୍ଷଣୀୟ ବାଲୁକା କଳା ତିଆରି କରିଛନ୍ତି ଅନ୍ତର୍ଜାତୀୟ ଖ୍ୟାତିପ୍ରାପ୍ତ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ।
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ଉପଲକ୍ଷେ ଏକ ଆକର୍ଷଣୀୟ ବାଲୁକା କଳା ତିଆରି କରିଛନ୍ତି ଅନ୍ତର୍ଜାତୀୟ ଖ୍ୟାତିପ୍ରାପ୍ତ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ନ୍ୟାସନାଲ୍ ଗ୍ୟାଲେରି ଅଫ୍ ମର୍ଡନ୍…
ଟିପାରୀଗାଁ ପଟାକାଡ଼କା ଗ୍ରାମରେ ମୁଣିଶି ମାଟି ମାଙ୍କୁ ପୂଜା
ଟିପାରୀଗାଁ ପଟାକାଡ଼କା ଗ୍ରାମରେ ମୁଣିଶି ମାଟି ମାଙ୍କୁ ପୂଜା… କନ୍ଧମାଳ :- (ରିପୋର୍ଟ କୁନା ଦିଗାଲ) ଟିକାବାଲି ଗ୍ରାମପଞ୍ଚାୟତ ଟିପାରୀଗାଁ ପଟାକାଡ଼କା ଗ୍ରାମରେ ମାଟି ମା ପୂଜା…