ସାମୁଦ୍ରିକ ଜୁଆର ନେଇ ସତର୍କ ସୂଚନା
1.ସତର୍କ ସୂଚନା ଦେଲେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା
ଭଦ୍ରକ, ବାଲେଶ୍ବର, କେନ୍ଦ୍ରାପଡ଼ା ଉପକୂଳରେ ଜୁଆର ଆସିବ.୧ରୁ ୨ ମିଟର ପର୍ଯ୍ୟନ୍ତ ଜୁଆର ଆସିପାରେ କହିଲେ.ଜଗତସିଂହପୁରରେ ୧ ମିଟର ପର୍ଯ୍ୟନ୍ତ ଜୁଆର ଆଶଙ୍କା
Related Posts
ମୋହନ ମାଝୀ ହେବେ ଓଡିଶାର ମୁଖ୍ୟମନ୍ତ୍ରୀ
କେନ୍ଦୁଝର ବିଧାୟକ ମୋହନ ମାଝୀ ହେବେ ଓଡିଶାର ମୁଖ୍ୟମନ୍ତ୍ରୀ .କେଭି ସିଂହଦେଓ ଏବଂ ପ୍ରଭାତୀ ପରିଡା ଉପ-ମୁଖ୍ୟମନ୍ତ୍ରୀ ।ଜଣ ଉପ-ମୁଖ୍ୟମନ୍ତ୍ରୀ ଫର୍ମୁଲାରେ ଓଡିଶାରେ ସରକାର ଗଢିବ ବିଜେପି…
ମହିଳାଙ୍କ ମାସିକଧର୍ମ (ଋତୁସ୍ରାବ) ଛୁଟି ନେଇ ରାଜ୍ୟ ସରକାରଙ୍କ ତରଫରୁ ନୂଆ ବିଜ୍ଞପ୍ତି ସାମ୍ନାକୁ ଆସିଛି।
ଭୁବନେଶ୍ବର: ମହିଳାଙ୍କ ମାସିକଧର୍ମ (ଋତୁସ୍ରାବ) ଛୁଟି ନେଇ ରାଜ୍ୟ ସରକାରଙ୍କ ତରଫରୁ ନୂଆ ବିଜ୍ଞପ୍ତି ସାମ୍ନାକୁ ଆସିଛି। ମହିଳା କର୍ମଚାରୀଙ୍କୁ ଋତୁସ୍ରାବ ଛୁଟି ନେଇ ପୂର୍ବରୁ ଘୋଷଣା…