ଗଞ୍ଜାମ:ଗଞ୍ଜାମ ଜିଲ୍ଲା ପାତ୍ରପୁର ବ୍ଲକ୍ ଅନ୍ତର୍ଗତ ଜରଡ଼ାଠାରୁ ଇଚ୍ଛାପୁର ଅଭିମୁଖେ ଯାଉଥିବା ଏକ ଘରୋଇ ଯାତ୍ରୀବାହୀ ବସ ଆଜି ସନ୍ଧ୍ୟା ସମୟରେ ଆନ୍ଧ୍ର ଓଡ଼ିଶା ସୀମାନ୍ତ ଜଗନ୍ନାଥପୁରଠାରେ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ଵକୁ ଖସି ପଡ଼ିଥିଲା। ଉକ୍ତ ବସରେ ଯାତ୍ରା କରୁଥିଲେ ପ୍ରାୟ ୫୦ରୁ ୬୦ ଯାତ୍ରୀ। ସେମାନଙ୍କ ଜୀବନ ଅଳ୍ପକେ ବର୍ତ୍ତି ଯାଇଛି।
Related Posts
ଦ୍ରୁତ ଗତି ଯୋଗୁଁ ଭାରସାମ୍ୟ ହରାଇ ଓଲଟିଲା ବୋଲେରୋ, ୭ ଆହାତ, ୪ ଗୁରୁତର
ଦ୍ରୁତ ଗତି ଯୋଗୁଁ ଭାରସାମ୍ୟ ହରାଇ ଓଲଟିଲା ବୋଲେରୋ, ୭ ଆହାତ, ୪ ଗୁରୁତର ଆର,ଉଦୟଗିରି(ମନୋଜ କୁମାର ପାଢୀ) -ଗଜପତି ଜିଲ୍ଲା ଅଡବା ଥାନା ପଦାଗାଁ ନିକଟରେ…
ପ୍ରଧାନଶିକ୍ଷକଙ୍କ ମନମୁଖୀ କାର୍ଯ୍ୟ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରି ଗଜପତି ଜିଲ୍ଲାପାଳଙ୍କୁ ଭେଟିଲେ ଗ୍ରାମବାସୀ
ପ୍ରଧାନଶିକ୍ଷକଙ୍କ ମନମୁଖୀ କାର୍ଯ୍ୟ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରି ଗଜପତି ଜିଲ୍ଲାପାଳଙ୍କୁ ଭେଟିଲେ ଗ୍ରାମବାସୀ ଆର,ଉଦ଼ଗିରି (): ଗଜପତି ଜିଲ୍ଲାର ରାୟଗଡ଼ ଏସଏସଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର…
ବିଶ୍ୱ ହାତୀ ଦିବସ ଉପଲକ୍ଷେ ମହେନ୍ଦ୍ରଗଡ଼ କାର୍ତ୍ତିକ ଗମାଙ୍ଗ ଉଚ୍ଚ ବିଦ୍ୟାଳୟରେ ଚିତ୍ରାଙ୍କନ ପ୍ରତିଯୋଗିତା
ବିଶ୍ୱ ହାତୀ ଦିବସ ଉପଲକ୍ଷେ ମହେନ୍ଦ୍ରଗଡ଼ କାର୍ତ୍ତିକ ଗମାଙ୍ଗ ଉଚ୍ଚ ବିଦ୍ୟାଳୟରେ ଚିତ୍ରାଙ୍କନ ପ୍ରତିଯୋଗିତା ଆର, ଉଦୟଗରି(ମନୋଜ କୁମାର ପଢୀ/ ତା 09/08/2024 ରିଖ ଶୁକ୍ରବାର ଦିନ…