CDS ଜେନେରାଲ୍ ଅନୀଲ ଚୌହାନଙ୍କ କାର୍ଯ୍ୟକାଳ ୩୦ ମେ ୨୦୨୬ ପର୍ଯ୍ୟନ୍ତ ବୃଦ୍ଧି

CDS ଜେନେରାଲ୍‌ ଅନୀଲ ଚୌହାନ, CDS tenure extension, ଚିଫ୍‌ ଅଫ୍‌ ଡିଫେନ୍ସ ଷ୍ଟାଫ୍‌ ଭାରତ, ପ୍ରତିରକ୍ଷା ମନ୍ତ୍ରାଳୟ, CDS କାର୍ଯ୍ୟକାଳ ବୃଦ୍ଧି
Spread the love

ନୂଆଦିଲ୍ଲୀ:କେନ୍ଦ୍ର ସରକାର CDS (ଚିଫ୍‌ ଅଫ୍‌ ଡିଫେନ୍ସ ଷ୍ଟାଫ୍) ଜେନେରାଲ୍‌ ଅନୀଲ ଚୌହାନଙ୍କ କାର୍ଯ୍ୟକାଳକୁ ୩୦ ମେ ୨୦୨୬ ପର୍ଯ୍ୟନ୍ତ ବଢ଼ାଇଛି। ପ୍ରତିରକ୍ଷା ମନ୍ତ୍ରାଳୟ ପକ୍ଷରୁ ଜାରି ହୋଇଥିବା ସୂଚନାନୁସାରେ, ପରବର୍ତ୍ତୀ ନିର୍ଦ୍ଦେଶନାମା ଆସିବା ପର୍ଯ୍ୟନ୍ତ ସେ ଦାୟିତ୍ବରେ ରହିବେ।