ଗୁଣି ସନ୍ଦେହରେ ସଂଘବଦ୍ଧ ଆକ୍ରମଣ, ପିଟିପିଟି ହତ୍ୟା !
ଗୁଣି ସନ୍ଦେହରେ ସଂଘବଦ୍ଧ ଆକ୍ରମଣ, ପିଟିପିଟି ହତ୍ୟା ! ପଦ୍ମପୁର: ଗୁଣି ସନ୍ଦେହରେ ଜଣେ ବ୍ୟକ୍ତିଙ୍କୁ ସଂଘବଦ୍ଧ ଆକ୍ରମଣ କରାଯାଇଛି ଏବଂ ଉତ୍ୟକ୍ତ ଲୋକେ ସେହି ବ୍ୟକ୍ତିଙ୍କୁ ପିଟିପିଟି ମାରି ଦେଇଥିବା ଅଭିଯୋଗ ହୋଇଛି। ଗୁଣପୁରର ପଦ୍ମପୁର ଥାନା ଅନ୍ତର୍ଗତ ହାଟପଦା…