ନବରଙ୍ଗପୁର ସହରରେ ଗୁଣାତ୍ମକ ବିଜୁଳି ଯୋଗାଣ ସୁନିଶ୍ଚିତ କଲା ଟିପିଏସ୍ଓଡିଏଲ୍
*ନବରଙ୍ଗପୁର ସହରରେ ଗୁଣାତ୍ମକ ବିଜୁଳି ଯୋଗାଣ ସୁନିଶ୍ଚିତ କଲା ଟିପିଏସ୍ଓଡିଏଲ୍* ବିଜୁଳି ଚାହିଦା ମେଣ୍ଟାଇବାକୁ ଟ୍ରାନ୍ସଫର୍ମରର କ୍ଷମତା ବୃଦ୍ଧିଉପକୃତ ହେବେ ୧୪ ହଜାରରୁ ଅଧିକ ଉପଭୋକ୍ତା ଓ କ୍ଷୁଦ୍ର ଉଦ୍ୟୋଗ *ବ୍ରହ୍ମପୁର, ଏପ୍ରିଲ:* ଚଳିତ ଗ୍ରୀଷ୍ମପ୍ରବାହରେ ବିଜୁଳି ଚାହିଦାକୁ ଦୃଷ୍ଟିରେ ଟିପି…
