ଏନକାଉଣ୍ଟରରେ କୁଖ୍ୟାତ ଅପରାଧୀ କ୍ଷୀରୋଦ ନାୟକ
ଅନୁଗୁଳ ଟାଉନ ଥାନା ଅନ୍ତର୍ଗତ କୁରୁଡ଼ୋଲ ହନୁମାନ ବାଟିକା ନିକଟ ଆମ୍ବ ବଗିଚା ଠାରେ ପୁଣି ପୁଲିସପକ୍ଷରୁ ଏକ ଏନକାଉଣ୍ଟର କରାଯାଇଛି। ଏନକାଉଣ୍ଟରରେ କୁଖ୍ୟାତ ଅପରାଧୀ କ୍ଷୀରୋଦ ନାୟକ ଗୁରୁତର ହୋଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ଭର୍ତ୍ତି ହୋଇଛି।
ଅନୁଗୁଳ ଟାଉନ ଥାନା ଅନ୍ତର୍ଗତ କୁରୁଡ଼ୋଲ ହନୁମାନ ବାଟିକା ନିକଟ ଆମ୍ବ ବଗିଚା ଠାରେ ପୁଣି ପୁଲିସପକ୍ଷରୁ ଏକ ଏନକାଉଣ୍ଟର କରାଯାଇଛି। ଏନକାଉଣ୍ଟରରେ କୁଖ୍ୟାତ ଅପରାଧୀ କ୍ଷୀରୋଦ ନାୟକ ଗୁରୁତର ହୋଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ଭର୍ତ୍ତି ହୋଇଛି।
ଓଡିଆ ପକ୍ଷ ପାଳନ ଅବସରରେ ଗଣଦୌଡର କାର୍ଯ୍ୟକ୍ରମ ଅନୁଷ୍ଠିତ ରାୟଗଡ଼: ଓଡ଼ିଶା ସରକାରଙ୍କ ନିର୍ଦ୍ଦେଶ କ୍ରମେ ଓଡିଶା ଦିବସ (୧ ଏପ୍ରିଲ ) ଠାରୁ ମହାବିଷୁବ ସଙ୍କ୍ରାନ୍ତି (୧୪ ଏପ୍ରିଲ ) ପର୍ଯ୍ୟନ୍ତ ସମୟକୁ “ଓଡିଆ ପକ୍ଷ ୨୦୨୫” ଭାବେ ପାଳନ…
ଥୁଆପାଲି ରାଷ୍ଟ୍ରୀୟ ଶିକ୍ଷା ବିକାଶ ପୂର୍ଣ୍ଣାଙ୍ଗ ବିଦ୍ୟାଳୟ ର ୨୦ ତମ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି। ବରଗଡ – (ଭବାନୀ ଶଙ୍କର ପାଢ଼ୀ) ବରଗଡ ଜିଲ୍ଲା ଥୁଆପାଲି ରାଷ୍ଟ୍ରୀୟ ଶିକ୍ଷା ବିକାଶ ପୂର୍ଣ୍ଣାଙ୍ଗ ବିଦ୍ୟାଳୟ ର ୨୦ ତମ ବାର୍ଷିକ…
ଗଜପତି ଜିଲ୍ଲାରେ ଓଡ଼ିଆ ପକ୍ଷ ପାଳନ ଅବସରରେ ଐତିହ୍ୟ ଗଣଦୌଡ ଅନୁଷ୍ଠିତ। ଆର,ଉଦୟଗିରି(ମନୋଜ ପାଢୀ)-: କ୍ରୀଡ଼ା ଓ ଯୁବା ସେବା ବିଭାଗ ଓ ଜିଲ୍ଲା ପ୍ରଶାସନ ଗଜପତି ପକ୍ଷରୁ ଓଡ଼ିଆ ପକ୍ଷ ଐତିହ୍ୟ ଗଣଦୌଡ ଆଜି ଗୁଣ୍ଡିଚା ମନ୍ଦିର ଠାରୁ ବି.ଏନ.…
ଗଜପତି ଜିଲ୍ଲାରେ ନୂତନ DFO ଭାବେ ଦାୟିତ୍ଵ ଗ୍ରହଣ କଲେ IFS କେ ନାଗରାଜୁ। ଆର,ଉଦୟଗିରି (ମନୋଜ ପାଢୀ)ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ବନ ଖଣ୍ଡ ଅଧିକାରୀଙ୍କ କାର୍ଯ୍ୟାଳୟ ଠାରେ ଜିଲ୍ଲାରେ ନୂତନ DFO ଭାବେ IFS କେ ନାଗରାଜୁ…
ପୁଣି ଦାଦନ ଦୁଃଖ, ଦାଦନ ଖଟିବାକୁ ଯାଇ ଶ୍ରମିକଙ୍କ ସନ୍ଦେହ ଜନକ ମୃତ୍ୟୁ ଆର,ଉଦୟଗିରି,୫।୪(ମନୋଜ କୁମାର ପାଢୀ): ପୁଣି ଦାଦନ ଦୁଃଖ, ଦାଦନ ଖଟିବାକୁ ଯାଇ ଜଣେ ଓଡ଼ିଆ ଶ୍ରମିକଙ୍କ ସନ୍ଦେହ ଜନକ ମୃତ୍ୟୁ ଘଟିଛି। ଅନ୍ୟପକ୍ଷେ ପୁଅର ମୃତ୍ୟୁକୁ ପରିବାର…
କେଶରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାଷିକ ଉତ୍ସବ ଓ ଖଡିଛୁଆ ଉତ୍ସବ ଅନୁଷ୍ଠିତ । ଆର,ଉଦୟଗିରି(ମନୋଜ କୁମାର ପାଢୀ/ ତାରିଖ 2.4.2025 ରେ କେଶରା ଉ.ପ୍ରା. ବିଦ୍ୟାଳୟରେ 1ମ ବାର୍ଷିକ ଉତ୍ସବ ଓ ଖଡ଼ି ଛୁଆଁ ପାଳିତ ହୋଇଯାଇଛି। ପ୍ରଧାନ ଶିକ୍ଷକ…
ଆଜି ମହାପ୍ରଭୁ ଲିଙ୍ଗରାଜଙ୍କ ପ୍ରସିଦ୍ଧ ରୁକୁଣା ରଥଯାତ୍ରା । ରଥରେ ଶ୍ରୀଲିଙ୍ଗରାଜ ଯିବେ ମାଉସୀଘର, ଭଗବାନ ଓ ଭକ୍ତଙ୍କ ମହାମିଳନରେ ଉଛୁଳି ଉଠିବ ରଥଦାଣ୍ଡ।
ନୂଆଦିଲ୍ଳୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତିନି ଦିନିଆ ଶ୍ରୀଲଙ୍କା ଗସ୍ତରେ ଯାଇଛନ୍ତି। ଏହି ଗସ୍ତ ସମୟରେ ଉଭୟ ଦେଶ ପ୍ରତିରକ୍ଷା, ଶକ୍ତି, ଡିଜିଟାଲ୍ ଭିତ୍ତିଭୂମି, ସ୍ୱାସ୍ଥ୍ୟ ଏବଂ ବାଣିଜ୍ୟ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ଚୁକ୍ତି ସ୍ୱାକ୍ଷର କରିବାର ଆଶା କରାଯାଉଛି।
ରାୟଗଡ଼ ଜିଲ୍ଲାରେ ଓଡ଼ିଆରେ ନାମ ଫଳକ ଅଭିଯାନ ସଚେତନତା ପଦଯାତ୍ରା। ରାୟଗଡ:-ତା. ୪/୦୪-ରାଜ୍ୟ ସରକାରଙ୍କ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗର ନିର୍ଦ୍ଧେଶ ଅନୁଯାୟୀ ୧ ଏପ୍ରିଲ ୨୦୨୫ ଠାରୁ ୧୪ ଏପ୍ରିଲ ୨୦୨୫ପର୍ୟ୍ୟନ୍ତ ଓଡ଼ିଆ ପକ୍ଷ ପାଳନ କରାଯାଉଛି।ଏହି…