ଭୁଜାଲି ଦେଖାଇ PEOଙ୍କଠାରୁ ୨ ଲକ୍ଷ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
କାମାକ୍ଷାନଗର,୨୩।୭(ସୁଧୀର କୁମାର ପରିଡ଼ା):ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ଭଏରପୁର ପଞ୍ଚାୟତ ନିର୍ବାହୀ ଅଧିକାରୀ ସତ୍ୟନାରାୟଣ ପ୍ରଧାନଙ୍କୁ ଆକ୍ରମଣ କରି ୧ ଲକ୍ଷ ୯୦ ହଜାର ଟଙ୍କା ଲୁଟ୍ କରିଛନ୍ତି ୨ଦୁର୍ବୃତ୍ତ। ଭତ୍ତା ଦେଇ ପଲିସାନ୍ତରାପୁର ଗାଁରୁ ଫେରିବା ବାଟରେ ଆକ୍ରମଣ କରି…
