ସୁନ୍ଦର ସମାଜ ଗଠନରେ ଲୋକ କଳା ଗୁରୁମାନଙ୍କ ଅବଦାନ ଅତୀବ ଗୁରୁତ୍ୱପୂର୍ଣ୍ଣ : ମହାସଂଘ
ସୁନ୍ଦର ସମାଜ ଗଠନରେ ଲୋକ କଳା ଗୁରୁମାନଙ୍କ ଅବଦାନ ଅତୀବ ଗୁରୁତ୍ୱପୂର୍ଣ୍ଣ : ମହାସଂଘ (ବ୍ରହ୍ମପୁର,କୈଳାଶ ଚନ୍ଦ୍ର ଚୌଧୁରୀ)କଳା ଓ କଳାକାର ହିତୈଷୀ ମହାମଞ୍ଚ “ନିଖିଳ ଓଡ଼ିଶା ବରିଷ୍ଠ କଳାକାର ମହାସଂଘ” ତରଫରୁ ପବିତ୍ର ଗୁରୁ ଦିବସ ଅବସରରେ ସ୍ଥାନୀୟ ଗିରି…
