ହାତୀ ଭୟରେ ଗାଁର କିଛି ଲୋକ ଘର ଉପରେ ରାତି କାଟୁଛନ୍ତି।

ହାତୀ ଯୋଗୁଁ ଅତିଷ୍ଠ ହେଲେଣି ଗାଁ ଲୋକ। ଦନ୍ତାହାତୀଟି ଲୋକଙ୍କ ନିଦ ହଜେଇ ଦେଇଛି। ହାତୀ ଭୟରେ ଗାଁର କିଛି ଲୋକ ଘର ଉପରେ ରାତି କାଟୁଛନ୍ତି।ସୁନ୍ଦରଗଡ଼…

ଆର୍. ସନ୍ଥନଗୋପାଳନ ହେଲେ ନୂଆ ସିଇଓ

ଆର୍. ସନ୍ଥନଗୋପାଳନ ହେଲେ ନୂଆ ସିଇଓ ଭୁବନେଶ୍ୱର: ଆର୍‌. ସନ୍ଥନଗୋପାଳନ ହେଲେ ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ ବା ସିଇଓ।୨୦୦୧ ବ୍ୟାଚ୍‌ ଓଡ଼ିଶା କ୍ୟାଡର ଆଇଏଏସ୍‌ ଅଫିସର…

ସରକାରୀ ଆକାଉଣ୍ଟରୁ ନିଜ ଖାତାକୁ ୧ କୋଟି ୫ ଲକ୍ଷ ଟ୍ରାନ୍ସଫରମତ୍ସ୍ୟ ସମ୍ପଦ ବିଭାଗ ଉପନିର୍ଦ୍ଦେଶକ ବସନ୍ତ ଦାସ

ଭୁବନେଶ୍ୱର : ଆକାଉଣ୍ଟରୁ ନିଜ ଖାତାକୁ ୧ କୋଟି ୫ ଲକ୍ଷ ଟ୍ରାନ୍ସଫରମତ୍ସ୍ୟ ସମ୍ପଦ ବିଭାଗ ଉପନିର୍ଦ୍ଦେଶକ ବସନ୍ତ ଦାସଙ୍କ ୫ଟି ସ୍ଥାନରେ ରେଡ୍କଟକ କାର୍ଯ୍ୟାଳୟ ସହ…

ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କଲେ ଆଡଭୋକେଟ୍ ଜେନେରାଲ

ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କଲେ ଆଡଭୋକେଟ୍ ଜେନେରାଲ ଭୁବନେଶ୍ବର: ଦାୟିତ୍ବ ଗ୍ରହଣ କରିବା ପରେ ରାଜ୍ୟ ଆଡଭୋକେଟ ଜେନେରାଲ ଶ୍ରୀ ପିତାମ୍ବର ଆଚାର୍ଯ୍ୟ ଆଜି ସଂଧ୍ୟାରେ…

ଓଡ଼ିଶା ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ

ଓଡ଼ିଶା ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ ଭୁବନେଶ୍ୱର: ଆଜି ସତର ତମ ଓଡ଼ିଶା ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ ହୋଇଛି।ସତର ତମ ବିଧାନସଭାର ପ୍ରଥମ ଅଧିବେଶନର ପ୍ରଥମ…

ଆସନ୍ତାକାଲି ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ

ଆସନ୍ତାକାଲି ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ* କାଲିଠୁ ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ପାଇଁ ବନ୍ଦ ରହିବ* ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ…

ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ପୂର୍ବପରି ଚାଲୁ ରହିବ: ଓଡ଼ିଶା ମୁଖ୍ୟମନ୍ତ୍ରୀ

ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ପୂର୍ବପରି ଚାଲୁ ରହିବ: ଓଡ଼ିଶା ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର: ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ନାମ ପରିବର୍ତ୍ତନ ବିଷୟରେ ଗଣମାଧ୍ୟମରୁ ସୂଚନା ପାଇଲି…

ପଦ୍ମଶ୍ରୀ କମଳା ପୂଜାରୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ପଦ୍ମଶ୍ରୀ କମଳା ପୂଜାରୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ଭୁବନେଶ୍ୱର: ପଦ୍ମଶ୍ରୀ କମଳା ପୂଜାରୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି।ମୁଖ୍ୟମନ୍ତ୍ରୀ…

ପଦ୍ମ ଶ୍ରୀ କମଲା ପୂଜାରୀଙ୍କ ପରଲୋକ

ପଦ୍ମ ଶ୍ରୀ କମଲା ପୂଜାରୀଙ୍କ ପରଲୋକ କୋରାପୁଟ ଜିଲ୍ଲାର ଏକମାତ୍ର ଆଦିବାସୀ ମହିଳା ଭାବେ ଶ୍ରୀମତୀ ପୂଜାରୀ ଧାନ ଗବେଷଣା ଓ ସଂରକ୍ଷଣ ପାଇଁ ସମଗ୍ର ଦେଶରେ…