ଭୁବନେଶ୍ୱରରେ ଦିନର ସର୍ବୋଚ୍ଚ ତାପମାତ୍ରା ୩୨.୩ ଡିଗ୍ରୀ ସେଲସିୟସ ଛୁଇଁଛି । ୧୯ଟି ସ୍ଥାନରେ ଦିନ ପାରଦ ୩୦ ଡିଗ୍ରୀ ଉପରେ ଥିବାବେଳେ ସେଥିରୁ ୭ଟି ଜାଗାରେ ତାପମାତ୍ରା ୩୧ ଡିଗ୍ରୀ ଉପରେ ଥିଲା । ବୁଧବାର ଝାରସୁଗୁଡ଼ାରେ ଦିନ ତାପମାତ୍ରା ୩୧.୪,...
ବାତ୍ୟା ପ୍ରଭାବରେ ଅତି ପ୍ରବଳ ବର୍ଷା ସମ୍ଭାବନା ଭୁବନେଶ୍ୱର: ବାତ୍ୟା ପ୍ରଭାବରେ ଆସନ୍ତା ୨୮ ଓ ୨୯ ତାରିଖରେ ସାରା ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସୂଚନା ଆଞ୍ଚଳିକ ପାଣିପାଗ ବିଜ୍ଞାନୀ ମନୋରମା ମହାନ୍ତି ଦେଇଛନ୍ତି।୨୮ ତାରିଖ...
ଯାଜପୁର ଜିଲ୍ଲା ଦଶରଥପୁର ବ୍ଲକ ବୈତରିଣୀ ନଦୀରେ ବନ୍ୟା ଆସିବା ଫଳରେ ଶାଖା ନଦୀ କଣିରେ ଅସମ୍ଭାଳ ପରିସ୍ଥିତି ସୃଷ୍ଟି ହୋଇଛି। ଅନ୍ୟ ପକ୍ଷରେ ଜଳସମ୍ପଦ ବିଭାଗ ପକ୍ଷରୁ ବାଲି ବସ୍ତା ଏବଂ ବାଉଁଶ ବଲ୍ଲା ପୋତାଯାଇ ମରାମତି ଚାଲିଛି। ଦଶରଥପୁର: ଯାଜ...
ରାଜ୍ୟରେ ବନ୍ୟା ସ୍ଥିତି ନେଇ ସୂଚନା ଦେଇଛନ୍ତି ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଚନ୍ଦ୍ରଶେଖର ପାଢ଼ୀ। ସେ କହିଛନ୍ତି, ବୈତରଣୀ ଓ ଜଳକା ବେସିନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି। ଭୁବନେଶ୍ବର: ରାଜ୍ୟରେ ବନ୍ୟା ସ୍ଥିତି ନେଇ ସୂଚନା ଦେ...
ମାଲକାନଗିରି ଜିଲ୍ଲାରେ ଲଘୁଚାପଜନିତ ଲଗାଣ ବର୍ଷା ଜାରି ରହିଛି। ବର୍ଷା ଯୋଗୁଁ ଲୋକେ ନାହିଁ ନଥିବା ହଇରାଣ ହେଉଥିବା ଲକ୍ଷ୍ୟ କରାଯାଇଛି। ଗତକାଲି ଠାରୁ ବର୍ଷା ଲାଗି ରହିଥିବାରୁ ଜିଲ୍ଲାର ସମସ୍ତ ତଳିଆ ବ୍ରିଜକୁ ଛୁଇଁଛି ପାଣି। ମାଲକାନଗିରି: ଜ...
ପ୍ରବଳ ବର୍ଷାକୁ ଆଖି ଆଗରେ ରଖି କୋରାପୁଟ ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ୨୫ ତାରିଖ ଦିନ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ କୋରାପୁଟ ଜିଲ୍ଲାପାଳ ସୂଚନା ଦେଇଛନ୍ତି କୋରାପୁଟ: ପ୍ରବଳ ବର୍ଷାକୁ ଆଖି ଆଗରେ...
ଲଘୁଚାପ ଜନିତ ଲଗାଣ ବର୍ଷାରେ ବୁଡ଼ିଲା କନ୍ୟାଶ୍ରମ ପୋଲ | ପୋଲ ଉପରେ ଦୁଇ ଫୁଟ ବନ୍ୟା ଜଳ ପ୍ରବାହିତ ହେବାରୁ କାଲିମେଳା ବ୍ଲକ ସହିତ ପଡିଆ ବ୍ଲକକୁ ଯୋଗାଯୋଗ ବିଛିନ୍ନ ହୋଇପଡ଼ିଛି | କାଲିମେଳା: ଲଘୁଚାପ ଜନିତ ଲଗାଣ ବର୍ଷାରେ ବୁଡ଼ିଲା କନ୍ୟାଶ୍ର...
ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ମୟୂରଭଂଜ, କେନ୍ଦୁଝର, ବାଲେଶ୍ବର ଓ ଭଦ୍ରକ ଜିଲ୍ଲାକୁ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। ଆଗାମୀ ୨୪ ଘଣ୍ଟା ଏହି ୪ଟି ଜିଲ୍ଲା ପାଇଁ ଗୁରୁତ୍ବପୂର୍ଣ୍ଣ ବୋଲି କୁହାଯାଇଛି। ଉ...
ଆଗାମୀ ୨୪ଘଣ୍ଟା ମଧ୍ୟରେ ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହାର ପ୍ରଭାବରେ ପରବର୍ତ୍ତୀ ୪୮ଘଣ୍ଟା ମଧ୍ୟରେ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଭୁବନେଶ୍ବର: ଆଗାମୀ ୨୪ଘଣ୍...

