CDS ଜେନେରାଲ୍ ଅନୀଲ ଚୌହାନଙ୍କ କାର୍ଯ୍ୟକାଳ ୩୦ ମେ ୨୦୨୬ ପର୍ଯ୍ୟନ୍ତ ବୃଦ୍ଧି

CDS ଜେନେରାଲ୍‌ ଅନୀଲ ଚୌହାନ, CDS tenure extension, ଚିଫ୍‌ ଅଫ୍‌ ଡିଫେନ୍ସ ଷ୍ଟାଫ୍‌ ଭାରତ, ପ୍ରତିରକ୍ଷା ମନ୍ତ୍ରାଳୟ, CDS କାର୍ଯ୍ୟକାଳ ବୃଦ୍ଧି

ନୂଆଦିଲ୍ଲୀ:କେନ୍ଦ୍ର ସରକାର CDS (ଚିଫ୍‌ ଅଫ୍‌ ଡିଫେନ୍ସ ଷ୍ଟାଫ୍) ଜେନେରାଲ୍‌ ଅନୀଲ ଚୌହାନଙ୍କ କାର୍ଯ୍ୟକାଳକୁ ୩୦ ମେ ୨୦୨୬ ପର୍ଯ୍ୟନ୍ତ ବଢ଼ାଇଛି। ପ୍ରତିରକ୍ଷା ମନ୍ତ୍ରାଳୟ ପକ୍ଷରୁ ଜାରି ହୋଇଥିବା ସୂଚନାନୁସାରେ, ପରବର୍ତ୍ତୀ ନିର୍ଦ୍ଦେଶନାମା ଆସିବା ପର୍ଯ୍ୟନ୍ତ ସେ ଦାୟିତ୍ବରେ ରହିବେ।