ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଇସ୍ତଫା ଦେଇଛନ୍ତି। ସେ ରାଜ୍ୟପାଳ ଆରିଫ ମହମ୍ମଦ ଖାଁଙ୍କୁ ଭେଟି ପଦ ଛାଡ଼ିଛନ୍ତି। କାଲି ସେ ୧୦ମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ।
🇹🇭🇪 🇮🇳🇫🇴🇷🇲🇦🇹🇮🇴🇳 🇲🇪🇩🇮🇦
V̲A̲S̲U̲N̲D̲H̲A̲R̲A̲ I̲N̲F̲O̲R̲M̲A̲T̲I̲O̲N̲ A̲N̲D̲ M̲E̲D̲I̲A̲ G̲R̲O̲U̲P̲