ଆସନ୍ତାକାଲିଠାରୁ ଆରମ୍ଭ ହେବ ମାଟ୍ରିକ୍ ପରୀକ୍ଷା ଫର୍ମ ପୂରଣ

Spread the love

ଆସନ୍ତାକାଲିଠାରୁ ଆରମ୍ଭ ହେବ ମାଟ୍ରିକ୍ ପରୀକ୍ଷା ଫର୍ମ ପୂରଣ

Bhubaneswar:ମାଟ୍ରିକ ବାର୍ଷିକ ପରୀକ୍ଷା–୨୦୨୬ ପାଇଁ ଫର୍ମ ପୂରଣ କାର୍ଯ୍ୟ ଆସନ୍ତାକାଲିଠାରୁ ଆରମ୍ଭ ହେବ। ଏହି ସୂଚନା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ଜାରି କରାଯାଇଛି। ରାଜ୍ୟର ସମସ୍ତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ନିଜ ବିଦ୍ୟାଳୟ ମାଧ୍ୟମରେ ଫର୍ମ ପୂରଣ କରିପାରିବେ।