ଲାଞ୍ଚ ନେଇ ଗିରଫ ମହାକାଳପଡ଼ା ତହସିଲଦାର ଶିବ ମଲ୍ଲିକ

ଲାଞ୍ଚ ନେଇ ଗିରଫ ମହାକାଳପଡ଼ା ତହସିଲଦାର ଶିବ ମଲ୍ଲିକ
Spread the love

Bhubaneswar:୨୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିବା ଓଏଏସ୍ ଅଫିସର ତଥା କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ତହସିଲଦାର ଶିବ ମଲ୍ଲିକଙ୍କର ଏକ ମାର୍କେଟ କମ୍ପ୍ଲେକ୍ସ ସମେତ ଅନେକ ସଂପତ୍ତି ଠାବ କରାଯାଇଛି।