ଝରାପାଲି ମାର୍କେଟ ଥୁଆପାଲି ଲାୟନ୍ସ କ୍ଲବ ଠାରେ ମାଗଣା ରେ ଛତା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

Spread the love

ଝରାପାଲି ମାର୍କେଟ ଥୁଆପାଲି ଲାୟନ୍ସ କ୍ଲବ ଠାରେ ମାଗଣା ରେ ଛତା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

ବରଗଡ – (ଭବାନୀ ଶଙ୍କର ପାଢ଼ୀ) ବରଗଡ ଜିଲ୍ଲା ଭେଡେନ ବ୍ଲକ ଝରାପାଲି ମାର୍କେଟ ଥୁଆପାଲି ଲାୟନ୍ସ କ୍ଲବ ପକ୍ଷରୁ ଗରିବ, ନୀରିହ ଜନସାଧାରଣ ଙ୍କୁ ମାଗଣାରେ ଛତା ବଣ୍ଟନ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଲାୟନ୍ସ କ୍ଲବର ସଦସ୍ୟ ଲାୟନ୍ସ ସନ୍ତୋଷ କୁମାର ପାଢ଼ୀ, ଲାୟନ୍ସ ଶଙ୍କରଲାଲ ଅଗ୍ରୱାଲ, ସନ୍ତୋଷ କୁମାର ଅଗ୍ରୱାଲ ଓ ଅନ୍ୟାନ୍ୟ ସଦସ୍ଯ ଉପସ୍ଥିତ ରହି ସହଯୋଗ କରିଥିଲେ।