ଭୁବନେଶ୍ବର: ସମାବର୍ତ୍ତନ ଉତ୍ସବ ଶେଷ ହେବା ପରେ ଏମ୍ସ ବର୍ଣ୍ଣ ୱାର୍ଡରେ ବାଲେଶ୍ବର ପୀଡିତାଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭେଟିଛନ୍ତି। ତାଙ୍କର ସ୍ୱାସ୍ଥ୍ୟବସ୍ଥା ଦେଖିବା ସହିତ ରାଷ୍ଟ୍ରପତି ସ୍ଥିତି ଅନୁଧ୍ୟାନ କରିଛନ୍ତି ।

🇹🇭🇪 🇮🇳🇫🇴🇷🇲🇦🇹🇮🇴🇳 🇲🇪🇩🇮🇦
V̲A̲S̲U̲N̲D̲H̲A̲R̲A̲ I̲N̲F̲O̲R̲M̲A̲T̲I̲O̲N̲ A̲N̲D̲ M̲E̲D̲I̲A̲ G̲R̲O̲U̲P̲