ବୈଧ ପ୍ରଦୂଷଣ ପ୍ରମାଣପତ୍ର ନ ଥିଲେ ଇନ୍ଧନ ମନା

ବୈଧ ପ୍ରଦୂଷଣ ପ୍ରମାଣପତ୍ର ନ ଥିଲେ ଇନ୍ଧନ ମନା
Spread the love

ବୈଧ ପ୍ରଦୂଷଣ ପ୍ରମାଣପତ୍ର ନ ଥିଲେ ଇନ୍ଧନ ମନା ପ୍ରସଙ୍ଗରେ କୌଣସି ଗୁଜବର ଶିକାର ହୋଇ ବିବ୍ରତ ନ ହେବାକୁ ଜନସାଧାରଣଙ୍କୁ ଅନୁରୋଧ କରାଯାଉଛି। ନିୟମର ଅନୁପାଳନ କରୁଥିବା ମୋଟରଯାନ ବ୍ୟବହାରକାରୀଙ୍କ ପାଇଁ କିଛି ବି ଚିନ୍ତା କରିବା ଆବଶ୍ୟକ ନାହିଁ । ଏହା କେବଳ ନିୟମ ଉଲ୍ଲଙ୍ଘନକାରୀଙ୍କ ଉପରେ ଅଙ୍କୁଶ ଲଗାଇବାକୁ ପଦକ୍ଷେପ।ତୈଳ ସଂସ୍ଥା, ଡିଲର ସଙ୍ଘ ପ୍ରମୁଖଙ୍କ ସହ ଆଲୋଚନା କରି ଜନସାଧାରଣଙ୍କ ସୁବିଧାକୁ ଦୃଷ୍ଟିରେ ରଖି ୧୫ ଦିନ ଧରି ଏ ଦିଗରେ ବ୍ୟାପକ ସଚେତନତା ସୃଷ୍ଟି ପାଇଁ ନିଷ୍ପତ୍ତି ହୋଇଛି।